ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା
ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର...
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା...
କୋଭାକ୍ସିନ୍ରେ ନବଜାତ ବାଛୁରୀ ସିରମ୍: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…
ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି ଯେ, କୋଭାକ୍ସିନ୍ରେ ୩ରୁ ୨୦ ଦିନର ନବଜାତ ବାଛୁରୀ...
ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍ଡାଉନ୍; ଜାଣନ୍ତୁ ହେଲା କି ପରିବର୍ତ୍ତନ..
ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସଂକ୍ରମଣ ୫% ତଳକୁ ଆସିଛି। ଏଣୁ ଗୁରୁବାର ସକାଳ ୫ଟା...
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ ବୈଷୟିକ ଟିମ୍ ମଙ୍ଗଳବାର ଶ୍ରୀମନ୍ଦିର ଭିତରକୁ ଯାଇ ଆଲୋକୀକରଣ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି।...
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…
ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ର ଡୋଜ୍ ନେବା ପରେ ମୁମ୍ବାଇର ୩୯୦ ଲୋକଙ୍କଠାରେ କୌଣସି ଲକ୍ଷଣ...
ଡୋଜ୍ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…
ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ର ଦୁଇ ଡୋଜ୍ ନେବା ପରେ ବି ଲୋକେ କରୋନାରେ ପୁଣି ଆକ୍ରାନ୍ତ ହେଉଛନ୍ତି। ତେଣୁ...
ଟୁଇଟର୍କୁ ଆଉ ମିଳିବନି ଆଇନଗତ ସୁରକ୍ଷା…
ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା ନ ଦେବାକୁ ଘୋଷଣା କରିଛନ୍ତି। ମେ’ ୨୫ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ...
କୋଭିଶିଲ୍ଡ ଡୋଜ୍ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍ର କୋଭାକ୍ସିନ୍ ଏବଂ ସିରମ୍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ...
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ...