ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ...
ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି
ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି) ନିକଟରୁ ହଟିନି ବେଜିଂ। ୧୧ ପର୍ଯ୍ୟାୟ ଧରି ଡିଜିଏମ୍ଓ ସ୍ତରୀୟ...
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ...
୧୬ରୁ ଖୋଲିବ ଐତିହ୍ୟସ୍ଥଳୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍ଓପି ପାଳନ କରାଯିବ। ଏପ୍ରିଲ ୧୫ ତାରିଖରୁ...
୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟା ଏବେ ବି ଚିନ୍ତାର କାରଣ...
ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ ପାଳିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା...
ଦୁର୍ବଳ ନଦୀବନ୍ଧ, ବିପଦରେ ୫ହଜାର ଲୋକ
ବାଲେଶ୍ୱର ଅଫିସ, ୧୪।୬-ବାଲେଶ୍ୱର ଜିଲା ଦେଇ ବହିଯାଇଥିବା ବୁଢ଼ାବଳଙ୍ଗ ନଦୀକୂଳରେ ଅବସ୍ଥିତ ପୁରୁଣା ବାଲେଶ୍ୱର ଅଞ୍ଚଳ। ଅଳ୍ପ ଦୂରରେ ଏହି ନଦୀ ବଙ୍ଗୋପସାଗରରେ ମିଶିଛି। କେବଳ ବର୍ଷାଦିନେ ନୁହେଁ ସମୁଦ୍ରରେ ଜୁଆର ଓ ଭଟ୍ଟା ପାଣିରେ ବର୍ଷତମାମ୍ ନଦୀ ପରିପୂର୍ଣ୍ଣ...
ନଦୀଭିତ୍ତିକ ବନ୍ଦର ସ୍ବପ୍ନ
କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍-ପ୍ରାଇଭେଟ୍-ପାର୍ଟନରଶିପ୍ (ପିପିପି) ମୋଡ୍ରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି ସ୍ଥାନକୁ ୫-ଟି...
ଆଗକୁ ବିପଦ କୋଭିଡ୍ ଆବର୍ଜନା
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା ସାରା ଦେଶ ପାଇଁ ଆଉ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଗତ ଏପ୍ରିଲରୁ...
ବିଦେଶୀ ମିଡ଼ିଆକୁ ଜବାବ୍: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ ଦ ଇକୋନମିଷ୍ଟ୍ରେ ଏକ ଆର୍ଟିକିଲ୍ ପ୍ରକାଶ ପାଇଥିଲା। ତେବେ ଏହାକୁ କେନ୍ଦ୍ର ସରକାରଙ୍କ...