‘ୟାସ୍’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଅଣଜଳସେଚିତ...
ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି।...
୫ ବର୍ଷରୁ କମ୍ ବୟସ୍କ ଛୋଟପିଲା ମାସ୍କ୍ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ(ଡିଜିଏଚଏସ୍) ପକ୍ଷରୁ କରୋନା ଲକ୍ଷଣ ପ୍ରକାଶ...
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଛୁଇଁବ ମୌସୁମୀ। ଏଥିପାଇଁ ସ୍ଥିତି ଅନୁକୂଳ ରହିଥିବା ବେଳେ ଗୁରୁବାରଠାରୁ...
କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ଶିଶୁଙ୍କ ପାଇଁ ମାର୍ଗଦର୍ଶିକା ପ୍ରକାଶ ପାଇଛି। ଛୋଟପିଲାଙ୍କ କ୍ଷେତ୍ରରେ ରେମଡେସିଭିର ବ୍ୟବହାର...
ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…
ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ...
ଟିମ୍ ଇଣ୍ଡିଆର ୩ ବ୍ୟାଟ୍ସ୍ମ୍ୟାନ୍ ଆଇସିସିର ଟପ୍ ୧୦ରେ…
ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍ରେ ଭାରତ ନ୍ୟୁଜିଲାଣ୍ଡ୍ ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍ ର଼୍ୟାଙ୍କିଙ୍ଗ୍ ଜାରି କରାଯାଇଛି। ଏହି ତାଲିକାରେ ଟପ୍ ୧୦ ବ୍ୟାଟ୍ସ୍ ମ୍ୟାନ୍ଙ୍କ ମଧ୍ୟରେ ଟିମ୍...
‘ବିଜୁ ଏକ୍ସପ୍ରେସ୍ ଓ୍ବେ’କୁ ୪୪୮ କୋଟି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି। କଳାହାଣ୍ଡି ଓ ନୂଆପଡ଼ା ଜିଲା ଦେଇ ଏହି ରାସ୍ତା ନିର୍ମାଣ କରାଯାଉଛି। ୧୭୪.୫...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର...
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ରାଜ୍ୟରେ ୬,୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ...