ଦୁଇ ଡୋଜ୍ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଦିଆଯାଉଥିବା କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକାର ପ୍ରଥମ ଡୋଜ୍...
କରୋନାରୁ ସୁସ୍ଥ ହୃଦ୍ରୋଗୀ ହାର୍ଟ ଚେକ୍ ଅପ୍ କରିବାକୁ ପରାମର୍ଶ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି...
ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ...
ସହଜ ନୁହେଁ ୨୦୨୨ ନିର୍ବାଚନ
ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ରାଜନୈତିକ ଦୃଷ୍ଟିରୁ ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ତଥା ଜନବହୁଳ ରାଜ୍ୟରେ ବ୍ୟାକ୍ଫୁଟ୍ରେ...
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଶୁକ୍ରବାର ରାଜ୍ୟରେ ୭,୭୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର...
ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍ ଅଭିନେତା
ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତି ୩ଟା ୪୫ ମିନିଟ୍ରେ ବୁର୍ଲା ଭିମ୍ସାରରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ...
ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପରିସ୍ଥିତି...
୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା
ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ ମେଡିକାଲ କଲେଜର ଜୁନିଅର ଡାକ୍ତରମାନଙ୍କୁ ୨୪ ଘଣ୍ଟା ମଧ୍ୟରେ କାମକୁ ଫେରିବାକୁ ନିର୍ଦ୍ଦେଶ...
ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ
ଭୁବନେଶ୍ୱର,୪।୬(ବ୍ୟୁରୋ): ଡ. ବିଜୟ କୁମାର ସାହୁ। ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିତ୍ୱ। ୧୯୬୩ ଜୁନ୍ ୧ରେ ଖୋର୍ଦ୍ଧା ଜିଲାରେ ଜନ୍ମଗ୍ରହଣ କରିଥିବା ବିଜୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। କିନ୍ତୁ ଓଡ଼ିଶାରେ ଶିକ୍ଷାର ପରିବର୍ତ୍ତନ ଥିଲା ତାଙ୍କର...
୧୭ ଜିଲାରେ ଘଡଘଡି ସହ ବର୍ଷା
ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,...