ଭାରତୀୟ ଷ୍ଟ୍ରେନ୍କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍ଓ…
ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଗ୍ରୀକ୍ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ ମିଳିଥିବା କରୋନା ଭୂତାଣୁ ଭାରିଆଣ୍ଟ୍ ବି-୧-୬୧୭-୨କୁ ଡେଲ୍ଟା ନାମ ଦିଆଯାଇଥିବାବେଳେ ବି-୧-୬୧୭-୧ ଭାରିଆଣ୍ଟ୍କୁ...
ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ...
ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍ ରହିଛି।...