ଆସନ୍ତାକାଲି ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ...
ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା,...
ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୪...
ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା
ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ ଚାନ୍ଦାର ଏହା ୭୬.୧୭% ବୋଲି ବୁଧବାର ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍)...
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୪୫୬ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟା ବୃଦ୍ଧି...
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି,...
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍
ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ ନେଇଛି ନ୍ୟୁଜିଲାଣ୍ଡ। ୧୪୪ ବର୍ଷର ଇତିହାସରେ ପ୍ରଥମ ଦଳ ଭାବେ କେନ ଓ୍ବିଲିୟମସନଙ୍କ...
କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା
ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା ଦେଇପାରିବ ବୋଲି ଭାରତୀୟ ଗବେଷକମାନେ ଏକ ଅଧ୍ୟୟନରୁ ଜାଣିବାକୁ ପାଇଛନ୍ତି। ଅଧ୍ୟୟନରୁ ମିଳିମିଳା...
ଇତିହାସ ରଚିବା ଠାରୁ ୧୩୯ ରନ୍ ଦୂରରେ ନ୍ୟୁଜିଲାଣ୍ଡ
ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ। ପ୍ରଥମ ଇନିଂସରେ ୩୨ ରନ୍ରେ ପଛୁଆ ଥିବା ଟିମ୍ ଇଣ୍ଡିଆ ଦ୍ୱିତୀୟ ପାଳିରେ...
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। କିନ୍ତୁ...