ବିପଦ ଆଣିଲା ନୂଆ ଭାରିଆଣ୍ଟ୍, ପୁଣି ଦିଆଯିବ ଭାକ୍ସିନ୍ ଡୋଜ୍…
ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍ ଯୋଗୁ ବିପଦ ବଢ଼ିବାରେ ଲାଗିଛି। ରୁଷିଆରେ ଦେଖାଦେଇଥିବା ନୂଆ ଭାରିଆଣ୍ଟ୍ରୁ ଦୂରେଇ ରହିବା ପାଇଁ...
ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଭାକ୍ସିନ୍କୁ ପ୍ରଭାବହୀନ କରିବା ଆଶଙ୍କା…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଛି। ଅପରପକ୍ଷରେ ନୂଆ ଡେଲ୍ଡା ପ୍ଲସ୍ ଭାରିଆଣ୍ଟ୍କୁ ନେଇ ଏବେ ସରକାରଙ୍କ ଚିନ୍ତା...
ଭାକ୍ସିନ୍ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ସୋସିଆଲ ମିଡ଼ିଆରେ କରୋନା ଭାକ୍ସିନ୍ ନେଇ...
ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା...
୨୩ରୁ ପୁରୀରେ ୧୪୪
ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି। ଆସନ୍ତା ୨୩ ତାରିଖ ରାତ୍ର...
ଆଶଙ୍କା ବଢାଇଲା ବର୍ଷା
ସାଉଥାମ୍ପଟନ,୨୧।୬: ସ୍ଥାନୀୟ ରୋଜ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ରେ ବର୍ଷା ଖଳନାୟକ ସାଜିଛି। ପ୍ରଥମ ଦିବସ ଭଳି ଚତୁର୍ଥ ଦିବସର ଖେଳ ମଧ୍ୟ ବର୍ଷା ଯୋଗୁ ସମ୍ପୂର୍ଣ୍ଣ...
ଅମରନାଥ ଯାତ୍ରା ବନ୍ଦ
ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର ଏହି ସୂଚନା ଦେଇଛନ୍ତି। ଉପରାଜ୍ୟପାଳ ସିହ୍ନା କହିଛନ୍ତି, କରୋନା ମହାମାରୀ ସମୟରେ ଲୋକଙ୍କ...
୧୮ ହଜାର କିଲୋଗ୍ରାମ୍ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…
ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍ର ବିରାଟ ବୋମା ପରୀକ୍ଷା କରିଛି। ଆମେରିକା ନୌସେନାର ଏୟାର କ୍ରାଫ୍ଟ କ୍ୟାରିଅର ଗେର୍ଲାଡ...
ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…
ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଲାଗି କର୍ନାଟକ ସରକାରଙ୍କୁ କରୋନା...
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର-ଇ-ତୋଏବାର ଟପ୍ କମାଣ୍ଡର ମୁଦାସିର୍ ପଣ୍ଡିତଙ୍କ ସହିତ ଅନ୍ୟ ୨ ଜଣ...