E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…
12:23 pmJune 26, 2021June 27, 2021

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍‌ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ। ତେବେ ଭାକ୍ସିନ୍‌ ମିକ୍ସିଂ ପୂର୍ବରୁ ଏସମ୍ପର୍କରେ ଅଧିକ ପରୀକ୍ଷା ନିରୀକ୍ଷା କରାଯିବାର ଆବଶ୍ୟକତା ରହିଛି ବୋଲି ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ ଶନିବାର ସୂଚନା ଦେଇଛନ୍ତି। ଭାକ୍ସିନ୍‌ ମିକ୍ସିଂ ଡେଲ୍ଟା ଏବଂ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ବିରୋଧରେ ନିଶ୍ଚିତ ଭାବେ ପ୍ରଭାବଶାଳୀ ସାବ୍ୟସ୍ତ ହେବାର ଆଶା ରହିଛି। ମାତ୍ର ଏନେଇ ଅଧିକ ତଥ୍ୟ ଜରୁରୀ। ପୃଥିବୀର କେତେକ ଦେଶରେ ଏନେଇ ପଦକ୍ଷେପ ମଧ୍ୟ ଗ୍ରହଣ କରାଯାଇଛି। ଏନେଇ ବିଟ୍ରେନ୍‌ରେ ହୋଇଥିବା ଭାକ୍ସିନ୍‌ ମିକ୍ସିଂ ପରୀକ୍ଷାର ରିପୋର୍ଟ ଲାନସେଟ୍‌ ପତ୍ରିକାରେ ପ୍ରକାଶ ପାଇଥିଲା। ଲୋକଙ୍କୁ ପ୍ରଥମ ଡୋଜ୍‌ କୋଭିଶିଲ୍ଡ ଦିଆଯିବା ପରେ ଦ୍ୱିତୀୟ ଡୋଜ୍‌ ଫାଇଜର ଦିଆଯାଇଥିଲା। ଲୋକଙ୍କଠାରେ କେତେକ ସାଧାରଣ ପାର୍ଶ୍ୱପ୍ରତିକ୍ରିୟା ଦୃଷ୍ଟି ଗୋଚର ହୋଇଥିଲା। ତେବେ ଏହାର ଚୂଡ଼ାନ୍ତ ରିପୋର୍ଟ ବର୍ତ୍ତମାନ ସୁଦ୍ଧା ପ୍ରକାଶ ପାଇ ନାହିଁ। ସେହିପରି ପୂର୍ବରୁ ସ୍ପେନ୍‌ରେ ହୋଇଥିବା ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା ଯେ, ସମାନ ଭାକ୍ସିନ୍‌ ଡୋଜ୍‌ ନେବା ସୁରକ୍ଷିତ ଏବଂ ପ୍ରଭାବଶାଳୀ। ଭାକ୍ସିନ୍‌ ମିକ୍ସିଂ ନେଇ ପରୀକ୍ଷା ନିରୀକ୍ଷା ଜାରି ରହିଛି। ଏହାର ସମ୍ପୂର୍ଣ୍ଣ ସଫଳତା ରିପୋର୍ଟ ଆସିବା ପରେ ହିଁ ଏସମ୍ପର୍କିତ ପଦକ୍ଷେପ ଗ୍ରହଣ କରାଯିବାର ସମ୍ଭାବନା ରହିଥିବା ସେ ଗୁଲେରିଆ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨...

ଅଙ୍କୁର ଭାଟିଆଙ୍କ ପରଲୋକ

ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍‌)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮...

‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’

ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...

କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା

ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା...

ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ...

ଟିକା ପ୍ରାଇସ୍‌ ବିଡିଂ ୯ରେ

ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍‌ଏମ୍‌ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍‌କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫିଲ୍ମ ପିଛା ୫ରୁ ୭ କୋଟି ଚାର୍ଜ କରନ୍ତି ଏହି ଅଭିନେତା, ରହିଛି ଏକରୁ ବଳି ଏକ ଦାମୀ ଗାଡ଼ି; ପାଲଟିଛନ୍ତି…
Next Post Next post:
ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts