E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
9:59 pmJune 18, 2021

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ ମେଣ୍ଟ କ୍ଷମତାକୁ ଆସବା ପରେ ସୋନିଆଙ୍କ ସହ ଏହା ହେଉଛି ଷ୍ଟାଲିନଙ୍କ ପ୍ରଥମ ଭେଟ। ସାକ୍ଷାତ ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ନେତାମାନେ ନୂଆ ସରକାରର ଯୋଜନା ଓ ନୀତି ସମ୍ପର୍କରେ ଆଲୋଚନା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା...

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି...

ଇନ୍ଦୋରରେ ଗ୍ରୀନ୍‌ ଫଙ୍ଗସ୍‌

ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍‌ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍‌, ହ୍ବାଇଟ ଓ ୟେଲୋ ଫଙ୍ଗସ୍‌ ପରେ ଏବେ ଗ୍ରୀନ୍‌ ପଙ୍ଗସ୍‌ ଲକ୍ଷଣ...

ସହଜ ନୁହେଁ ୨୦୨୨ ନିର୍ବାଚନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି...

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ...

୮୦ କୋଟି ଲୋକଙ୍କୁ ମାଗଣା ରାଶନ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦...

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ...

‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍‌’

ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ
Next Post Next post:
ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts