Categories: ଜାତୀୟ

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ ମେଣ୍ଟ କ୍ଷମତାକୁ ଆସବା ପରେ ସୋନିଆଙ୍କ ସହ ଏହା ହେଉଛି ଷ୍ଟାଲିନଙ୍କ ପ୍ରଥମ ଭେଟ। ସାକ୍ଷାତ ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ନେତାମାନେ ନୂଆ ସରକାରର ଯୋଜନା ଓ ନୀତି ସମ୍ପର୍କରେ ଆଲୋଚନା କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.