E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ
1:05 pmJune 5, 2021

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍‌ଡାଉନ ଜାରି ରହିବ ବୋଲି ଶନିବାର ରାଜ୍ୟସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଅତ୍ୟାବଶ୍ୟକୀୟ ସାମଗ୍ରୀ ପନିପରିବା, ଫଳ ଓ ଆମିଷ ଦୋକାନ ଆଦି ସବୁ ସକାଳ ୬ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଖୋଲାଯିବାକୁ ଅନୁମତି ଦିଆଯାଇଛି। ସେହିପରି ୩୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ସରକାରୀ କାର୍ଯ୍ୟାଳୟ ଚାଳିବ। କିନ୍ତୁ ୧୧ଟି ଜିଲାରେ କୋଭିଡ ମାମଲା ଅଧିକ ଥିବାରୁ ଏହି ସବୁ କଟକଣା କୋହଳ ସେଠାରେ ଲାଗୁ ହେବ ନାହିଁ। ଏଥିରେ କୋଏମ୍ବାଟୁର, ନୀଳଗିରି, ତିରୁପୁର, ଇରୋଡ, ସଲେମ, କରୁର, ନମକ୍କଲ, ତଞ୍ଜାବୁର, ତିରୁବରୁର, ନାଗାପଟ୍ଟିନମ୍‌ ଓ ମୟିଲାଦୁଥୁରାଇ ଭଳି ଆସି ଜିଲା ସାମିଲ ରହିଛି।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ

ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...

୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି

ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି।...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...

ତାରାପ୍ରସାଦ ବାହିନୀପତି ଅସୁସ୍ଥ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
Next Post Next post:
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts