ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍ଡାଉନ ଜାରି ରହିବ ବୋଲି ଶନିବାର ରାଜ୍ୟସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଅତ୍ୟାବଶ୍ୟକୀୟ ସାମଗ୍ରୀ ପନିପରିବା, ଫଳ ଓ ଆମିଷ ଦୋକାନ ଆଦି ସବୁ ସକାଳ ୬ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଖୋଲାଯିବାକୁ ଅନୁମତି ଦିଆଯାଇଛି। ସେହିପରି ୩୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ସରକାରୀ କାର୍ଯ୍ୟାଳୟ ଚାଳିବ। କିନ୍ତୁ ୧୧ଟି ଜିଲାରେ କୋଭିଡ ମାମଲା ଅଧିକ ଥିବାରୁ ଏହି ସବୁ କଟକଣା କୋହଳ ସେଠାରେ ଲାଗୁ ହେବ ନାହିଁ। ଏଥିରେ କୋଏମ୍ବାଟୁର, ନୀଳଗିରି, ତିରୁପୁର, ଇରୋଡ, ସଲେମ, କରୁର, ନମକ୍କଲ, ତଞ୍ଜାବୁର, ତିରୁବରୁର, ନାଗାପଟ୍ଟିନମ୍ ଓ ମୟିଲାଦୁଥୁରାଇ ଭଳି ଆସି ଜିଲା ସାମିଲ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.