E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଶୋକାକୁଳ ପରିବେଶରେ ସମ୍ପନ୍ନ ହେଲା ତପୁ ମିଶ୍ରଙ୍କ ଶେଷକୃତ୍ୟ
12:46 pmJune 20, 2021

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟା କଣ୍ଠଶିଳ୍ପୀ ତପୁ ମିଶ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଆଖି ବୁଜିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୩୬ ବର୍ଷ ହୋଇଥିଲା। ପାର୍ଥିବ ଶରୀରକୁ ପ୍ରଥମେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଥିଲା। ପରିବାର ଲୋକ ଓ ସମ୍ପର୍କୀୟ ଶେଷ ଦର୍ଶନ କରିଥିଲେ ।

ସତ୍ୟନଗର ଶ୍ମଶାନରେ ହିନ୍ଦୁ ରୀତିନୀତି ଅନୁସାରେ ରବିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ବାମୀ ଦୀପକ ପୂଜାରୀ ମୁଖାଗ୍ନୀ ଦେଇଥିଲେ। ଅଭିନେତ୍ରୀ ତଥା ବିଜେଡି ନେତ୍ରୀ ଏଲିନା ଦାସ, ଉଷଶ୍ରୀ ମିଶ୍ରଙ୍କ ସମେତ ବହୁ ଓଲିଉଡ୍‌ ଅଭିନେତ୍ରୀ ଅଭିନେତା ତପୁଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ସୂଚନାଯୋଗ୍ୟ, ମେ’ ୨୦ରେ ତପୁ କରୋନାରେ ସଂକ୍ରମିତ ହୋଇଥିଲେ। ପରେ ତାଙ୍କର କୋଭିଡ୍‌ ରିପୋର୍ଟ ନେଗେଟିଭ୍‌ ଆସିଥିଲା। ମାତ୍ର ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଥିଲା। ଅକ୍ସିଜେନ ସ୍ତର କମିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ମାସେ ହେବ ଚିକିତ୍ସିତ ହେବା ପରେ ଜୀବନ ଯୁଦ୍ଧରେ ସେ ହାରି ଯାଇଥିଲେ। ତାଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪...

ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାପାଙ୍କୁ ଚିଠି…
Next Post Next post:
‘ସେବାରୁ ଆତ୍ମତୃପ୍ତି’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts