ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ସ୍ତ୍ରୀ ମିନାକ୍ଷୀ ବାହିନୀପତି କହିଛନ୍ତି। ଏହା ପୂର୍ବରୁ ରାଜ୍ୟର ବହୁ ରାଜନେତା ତଥା ଜନପ୍ରତିନିଧି କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ କେତେକଙ୍କ ଜୀବନ ମଧ୍ୟ ନେଇସାରିଛି କରୋନା।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଜି ୭: ଭାରତ ପାଇଁ କ’ଣ
ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ...
ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍ରୁ
ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ...
କୋଭିଡ୍ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ବାସ୍ତବତାକୁ ଦୃଷ୍ଟି ଦିଅ
ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍ଲାଇନରେ...
କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ
ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...


