E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ସୁନ୍ଦରଗଡ଼

ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
10:34 amJune 2, 2021

ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ ଟଙ୍କା ଜବତ କରିଛନ୍ତି। ସେ ସକାଳୁ ନିଜ ଘରକୁ ଯିବା ପାଇଁ ସୁନ୍ଦରଗଡରୁ ଏକ ଗାଡ଼ିରେ ଝାରସୁଗୁଡା ରେଳ ଷ୍ଟେସନକୁ ଯାଉଥିଲେ। ସେଠାରୁ ସେ ରାଉରକେଲା-ଭୁବନେଶ୍ବର ଇଣ୍ଟରସିଟି ଯୋଗେ ଘରକୁ ଯିବା ପାଇଁ ଟିକେଟ କରିଥିଲେ। ସାଙ୍ଗରେ ଏତେ ପରିମାଣର ଟଙ୍କା ଧରି ଯାଉଥିଲା ସୂଚନା ପାଇ ସୁନ୍ଦରଗଡ ଭିଜିଲାନ୍ସ ଡିଏସପି ସୁଧାଂଶୁ ଶେଖର ପୁଜାରୀଙ୍କ ନେତୃତ୍ୱରେ ସ୍ବତନ୍ତ୍ର ଟିମ ମସ୍ନିକାନୀ ଏଲ ଆଣ୍ଡ ଟି ଟୋଲ ଠାରେ ତାଙ୍କ ଗାଡିକୁ ଅଟକାଇ ଯାଞ୍ଚ ବେଳେ ଏହି ଟଙ୍କା ଜବତ କରି ଅଟକ ରଖି ପଚରାଉଚୁରା ଚଳାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ସୁନ୍ଦରଗଡ଼ View All

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି।...

ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ...

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି...

ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା

ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍‌ଡାଉନ ଓ ଶଟ୍‌ଡାଉନ...

ମଉଳିଲା ରଜମଉଜ

କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...

ଟିକାକରଣ କେନ୍ଦ୍ରରେ ସେଲ୍‌ଫି ବୁଥ୍‌

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ...

ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ

ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍‌ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ...

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
Next Post Next post:
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts