ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ କରିଛନ୍ତି। କିଆ ମୋଟର୍ସ ଦ୍ୱାରା ନିର୍ମିତ ବିଳାସପୂର୍ଣ୍ଣ କାର କିଣିବା ପାଇଁ ସରକାରୀ ପାଣ୍ଠିରୁ ୯.୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ସହର ଓ ଗ୍ରାମାଞ୍ଚଳରେ ଚାଲିଥିବା ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଏହି ବଳାସପୂର୍ଣ୍ଣ କାର ପ୍ରଦାନ କରିଛନ୍ତି।
ତେବେ ରାଜ୍ୟରେ ମହାମାରୀ କାରଣରୁ ଆର୍ଥିକ ଅଭାବ ଦେଖାଦେଇଥିବା ବେଳେ ରାଜ୍ୟ ସରକାର ପ୍ରଶାସନିକ ଅଧିକାରୀଙ୍କୁ ଖୁସି କରିବାରେ ଲାଗଛନ୍ତି। ରାଜ୍ୟ ଉପରେ ୪ ଲକ୍ଷ କୋଟି ଟଙ୍କାର ଋଣ ଥିବାବେଳେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତି ସମ୍ପୂର୍ଣ୍ଣ ଦାୟିତ୍ୱହୀନତାକୁ ଦର୍ଶାଉଛି ବୋଲି ଅଲ ଇଣ୍ଡିଆ କଂଗ୍ରେସ କମିଟି ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.