E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍‌ଏସ୍‌ ବିଧାୟକ
5:12 pmJune 12, 2021

ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ସେ ଦଳର ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଥିଲେ। ହୁଜୁରାବାଦ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ରାଜେନ୍ଦ୍ର ଶାସକ ଟିଆର୍‌ଏସ୍‌ର ଜଣେ ବରିଷ୍ଠ ନେତା ଅଟନ୍ତି। ତେବେ ଦଳ ଛାଡ଼ିବା ନେଇ କହିଛନ୍ତି, ମୁଁ ମୋର ଇସ୍ତଫା ପତ୍ର ସିଧାସଳଖ ବାଚସ୍ପତିଙ୍କ ନିକଟେରେ ଦାଖଲ କରିବାକୁ ଚାହୁଁଥିଲି। ହେଲେ ତାଙ୍କୁ ଭେଟି ପାରିଲି ନାହିଁ। ଏଭଳି ପରିସ୍ଥିତିରେ ମୋତେ ବିଧାନସଭା ସଚିବଙ୍କ ନିକଟରେ ଇସ୍ତଫା ଦେବାକୁ ହେବ ବୋଲି ସେ କହିଛନ୍ତି।

ଏହାଛଡ଼ା ଇସ୍ତଫା ଦେବା ପୂର୍ବରୁ ରାଜେନ୍ଦ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ତାଙ୍କର ଅନେକ ଶୁଭେଚ୍ଛୁ ତାଙ୍କୁ ଇସ୍ତଫା ଦେବାକୁ ପରାମର୍ଶ ଦେଇଛନ୍ତି। ହେଲେ ସେ ନିଜର ନିର୍ବାଚନମଣ୍ଡଳୀ ତଥା ତେଲେଙ୍ଗାନାବାସୀଙ୍କ ଆତ୍ମସମ୍ମାନ ପାଇଁ ଏଭଳି କରୁଛନ୍ତି। ଅପରପକ୍ଷେ ଜୁନ ୧୪ରେ ସେ ଭାଜପା ରାଷ୍ଟ୍ରୀୟ ସଭାପତିଙ୍କ ଉପସ୍ଥିତିରେ ପଦ୍ମ ଧରିବାର ସମ୍ଭାବନା ଥିବା ନେଇ ଚର୍ଚ୍ଚା ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ନୀତି ଆୟୋଗ ଏସ୍‌ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍‌ ଖସିଲା

ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍‌ (ଏସ୍‌ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି।...

ଉଠିଲା ଲକ୍‌ଡାଉନ୍‌: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍‌ କଟକଣା ଉଠାଇ ଦିଆଯାଇଛି।...

ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ

ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ...

ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...

ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ଅଭିନେତ୍ରୀ
Next Post Next post:
ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts