E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍‌ ସୁନ୍ଦରୀ
8:45 pmJune 15, 2021

ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର ଜଣେ ବନ୍ଧୁ ଆଶିକ ସାଜିଦ ହୁସେନଙ୍କୁ ନାର୍କୋଟିକ ଡ୍ରଗ୍ସ ଓ ସାଇକୋଟ୍ରୋପିକ୍‌ ମାମଲାରେ ମୁମ୍ବାଇ ପୋଲିସ ଗିରଫ କରିଥିଲା। ବାନ୍ଦ୍ରା କୋର୍ଟରୁ ତାଙ୍କୁ ଜାମିନ ମିଳିବା ପରେ ଟଲିଉଡ୍‌ ଆକ୍ଟ୍ରେସଙ୍କୁ ପୋଲିସ ଛାଡ଼ିଥିବା ସୂଚନା ମିଳିଛି।

ମିଳିଥିବା ରିପୋର୍ଟ ମୁତାବକ, ମୁମ୍ବାଇ ପୋଲିସର ଚଢ଼ାଉବେଳେ ନାଇରା ଓ ତାଙ୍କ ବନ୍ଧୁ ଡ୍ରଗ୍ସ ନେଉଥିଲେ। ତେବେ ରବିବାର ମୁମ୍ବାଇ ଉକ୍ତ ହୋଟେଲରେ ଜନ୍ମଦିନ ପାଳନ କରୁଥିଲେ ଏହି ଅଭିନେତ୍ରୀ। ହୋଟେଲ କର୍ମଚାରୀଙ୍କ ଠାରୁ ଅଭିଯୋଗ ମିଳିବା ପରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ସେମାନଙ୍କ ପାଖରୁ ମିଳିଥିଲା ରୋଲଡ୍‌ ସିଗରେଟ। ତାଙ୍କର ମେଡିକାଲ ଟେଷ୍ଟ ମଧ୍ୟ କରାଯାଇଥିଲା, ଯାହାର ରିପୋର୍ଟରେ ନାଇରା ଅଧିକ ମାତ୍ରରେ ଡ୍ରଗ୍ସ ସେବନ କରିଥିବା ଜଣାପଡ଼ିଥିଲା। ଏଣୁ ନିକଟ ଭବିଷ୍ୟତରେ ତାଙ୍କୁ ଏଥିନେଇ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଉଲ୍ଲେଖଯୋଗ୍ୟ, ନାଇରାଙ୍କୁ ଚଳିତ ବର୍ଷ ରିଲିଜ ହୋଇଥିବା ଫିଲ୍ମ ଟ୍ରିପଲରେ ‘ଇ’ରେ ଦେଖିବାକୁ ମିଳିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍‌ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…

ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...

ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍‌ପି

ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ...

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ନୁସରତଙ୍କ ଘର କଳି ଏବେ ସଂସଦରେ, ସଦସ୍ୟତା ରଦ୍ଦ ଦାବି କଲା ଭାଜପା…

ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍‌ ଲୋକସଭା ଆସନ ଏମ୍‌ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ...

ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍‌ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା...

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କୁ ଦେଖି ବିବାହ ପାଇଁ ମନା କଲେ ବର, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଲକ୍ଷ୍ନୌ,୨୬ା୬: ଝିଅଟିକୁ ବିବାହ କରାଇବା ଯେ, କେତେ କଷ୍ଟକର ତାହା ଜଣେ ପିତା ହିଁ ବେଶ୍‌ ଭଲ ଭାବେ ଜାଣିଥାନ୍ତି। ଝିଅ ବିବାହ କିପରି ଭଲରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଉ ଥରେ ପରଦାକୁ ଆସିବ ‘ପବିତ୍ର ରିସ୍ତା’: ଅଙ୍କିତାଙ୍କ ସହ ମାନବ ଭୂମିକାରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତା
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୧୫, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts