E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ

ଭଙ୍ଗାଗଲା ମନ୍ଦିର, ପାଚେରି
10:33 amJune 5, 2021

କଟକ ଅଫିସ,୫।୬: କଟକ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର ଓ ପାଚେରିଗୁଡିକ ଭଙ୍ଗାଯାଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀ ପରେଶ କୁମାର ନାୟକ ଉଚ୍ଛେଦ ସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ ଅନୁଧ୍ୟାନ କରିଥିଲେ। ଏ ସମ୍ପର୍କରେ ଜିଲାପାଳ କହିଛନ୍ତି, ବସ୍‌ ଟର୍ମିନାଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ସରକାରୀ ଓ ବେସରକାରୀ ସ୍ଥାନରୁ ଉଚ୍ଛେଦ କରାଯାଇଥିବାବେଳେ ପ୍ରାୟ ୨୦ ଏକର ଜାଗା ଚିହ୍ନଟ ହୋଇସାରିଛି ା ବସ୍‌ ଟର୍ମିନାଲ ପାଇଁ ଦୁଇଟି ଚଉଡା ରାସ୍ତା ନିର୍ମାଣ କରାଯିବା ଯୋଜନା ରହିଛି। ଗୋଟିଏ ପଟେ ଦୂରଗାମୀ ବସ୍‌ ଓ ଅନ୍ୟପଟେ ମୋ ବସ୍‌ ଯାତାୟାତ କରିବ। ଆସନ୍ତା ୯ ମାସ ମଧ୍ୟରେ ବସ୍‌ ଟର୍ମିନାଲ ନିର୍ମାଣ କାର୍ଯ୍ୟ ସରିବ ବୋଲି ଜିଲାପାଳ କହିଛନ୍ତି ା


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ View All

କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ

ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬...

କୋଭିଡ କଟକଣା ମଧ୍ୟରେ ସରିଲା ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ

ସଜନାଗଡ,୧୫।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିରୁ ପାଞ୍ଚ କି.ମି. ଦୂର ସଜନାଗଡ ଗ୍ରାମରେ ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ ଅନୁଷ୍ଠିତ ହୋଇଯାଇଛି। ମା’ଙ୍କ...

ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ

ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ,...

ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌...

ତାରାତାରିଣୀ ଛକରେ ୩ ଅଟୋକୁ ଧକ୍କା ଦେଲା ବାଲି ଟ୍ରକ୍‌; ପୋଲିସ ଭୟରେ ଡ୍ରାଇଭର ଚମ୍ପଟ

ପୁରୁଷୋତ୍ତମପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରା ତାରିଣୀ ଛକଠାରେ ମଙ୍ଗଳବାର ଅପରାହ୍ନରେ ଦ୍ରୁତ ଗତିରେ ଆସୁଥିବା ଏକ ବାଲିବୋଝେଇ ଟ୍ରକ୍‌(ଓଆର୍‌ ୦୯ଏଫ୍‌ ୯୩୯୫)...

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା।...

ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…
Next Post Next post:
୭ରୁ ପ୍ରାକ୍‌ ମୌସୁମୀ ବର୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts