ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର ସୋପୋରେର ଆରାମପୋରାରେ ପୋଲିସ ଓ ସିଆରପିଏଫ୍ର ମିଳିତ ଟିମ୍ ଉପରେ ଆତଙ୍କବାଦୀ ଅଚାନକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୨ଜଣ ପୋଲିସକର୍ମୀ ଶହୀଦ ହୋଇଥିବା ବେଳେ ୨ଜଣ ନାଗରିକଙ୍କ ମୃତ୍ୟୁ ହୋଇଛି। ଏଥିସହ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍ କରାଯାଇ ଆତଙ୍କବାଦୀଙ୍କ ସନ୍ଧାନ ଜାରି ରହିଛି। ଏହି ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ହାତ ରହିଛି ବୋଲି ଆଇଜି ବିଜୟ କୁମାର କହିଛନ୍ତି।
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...
ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...
କୋଭାକ୍ସିନ୍ରେ ନବଜାତ ବାଛୁରୀ ସିରମ୍: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…
ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ...
ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍...
ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…
ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ...
ଦିବାଲୋକରେ ଭାଜପା ନେତ୍ରୀଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ
ବେଙ୍ଗାଲୁରୁ,୨୪।୬: କର୍ନାଟକରେ ଶାସନ କରୁଥିବା ଭାଜପାର ନେତ୍ରୀ ତଥା ଦୁଇ ଥର ବୃହତ୍ ବେଙ୍ଗାଲୁରୁ ମହାନଗର ପାଳିକା (ବିବିଏମ୍ପି) କର୍ପୋରେଟର ରେଖା କାଦିରେଶଙ୍କୁ ହତ୍ୟା କରାଯାଇଛି।...
କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା
ନୂଆଦିଲ୍ଲୀ, ୨ା୬: କୋଭିଡ୍ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା...


