E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌
8:38 amJune 22, 2021

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ ୧୫୮ ରନରେ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ସ୍ପିନର କେଶବ ମହାରାଜ ହ୍ୟାଟ୍ରିକ ଉଇକେଟ ନେବା ସହ ମୋଟ ୫ ଉଇକେଟ ହାସଲ କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଛନ୍ତି। ପ୍ରଥମ ଟେଷ୍ଟରେ ମଧ୍ୟ ଦକ୍ଷିଣ ଆଫ୍ରିକା ଏକ ଇନିଂସ ଓ ୬୩ ରନରେ ବିଜୟ ହାସଲ କରିଥିଲା। ଏଥିସହ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ କ୍ଲିନ ସୁଇପ୍‌ କରିଛି। ଦକ୍ଷିଣ ଆଫ୍ରିକା ପେସ୍‌ ବୋଲର କାଗିସୋ ରାବାଡା ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି। କ୍ୱିଣ୍ଟନ ଡି’କକ୍‌ ପ୍ଲେୟର ଅଫ୍‌ ଦି ସିରିଜ ହୋଇଛନ୍ତି।
ପୂର୍ବରୁ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ୨୯୮ ରନକରି ଅଲ୍‌ଆଉଟ ହୋଇଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ ଆରମ୍ଭ କରି ୫୪ ଓଭରରେ ୧୪୯ ରନକରି ଅଲ୍‌ଆଉଟ ହୋଇଥିଲା ଓ ଦକ୍ଷିଣ ଆଫ୍ରିକା ୧୪୯ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ ଇନିଂସ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୫୩ ଓଭରରେ ୧୭୪ ରନରେ ତୃତୀୟ ଦିବସରେ ଅଲ୍‌ଆଉଟ ହୋଇଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୩୨୪ ରନର ଟାର୍ଗେଟ୍‌ ଧାର୍ଯ୍ୟ ହୋଇଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ ଆରମ୍ଭ କରି ସୋମବାର ଚତୁର୍ଥ ଦିବସରେ ୫୮.୩ ଓଭରରେ ୧୬୫ ରନକରି ଅଲଆଉଟ ହୋଇ ପରାଜୟ ବରଣ କରିଛି। ଦଳ ତରଫରୁ କିରନ ପାଓ୍ବେଲ ସର୍ବାଧିକ ୫୧ ରନ ସଂଗ୍ରହ କରିଥିଲେ। ଦକ୍ଷିଣ ଆଫ୍ରିକା ତରଫରୁ ବୋଲିଂରେ ମହାରାଜ ୫, କାଗିସୋ ରାବାଡ଼ା ୩, ଲୁନ୍‌ଗି ଏନ୍‌ଗିଡି ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଦ୍ୱିତୀୟ ଇନିଂସରେ ଦକ୍ଷିଣ ଆଫ୍ରିକା ତରଫରୁ ରାସି ଭାନ ଡର ଡୁସେନ ସର୍ବାଧିକ ଅପରାଜିତ ୭୫ ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ କେମର ରୋଚ୍‌ ସର୍ବାଧିକ ୪, କାଏଲ ମେୟର୍ସ ୩ ଉଇକେଟ ଅକ୍ତିଆର କରିଥିଲେ। ତୃତୀୟ ଦିବସର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୫/୦ରୁ ଓ୍ବେଷ୍ଟଇଣ୍ଡିଜ ଖେଳ ଆରମ୍ଭ କରିଥିଲା।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୧୧୨.୪ ଓଭରରେ ୨୯୮।
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ- ୫୪ ଓଭରରେ ୧୪୯।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ- ୫୩ ଓଭରରେ ୧୭୪
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ- ୫୮.୩ ଓଭରରେ ୧୬୫ ଅଲଆଉଟ
(ପାଓ୍ବେଲ- ୫୧, ମହାରାଜ- ୫/୩୬, ରାବାଡା- ୩/୪୪)।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

‘ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ରୋହିତ, କୋହଲିଙ୍କୁ ବାଧିପାରେ’

ମୁମ୍ବାଇ,୬।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଚିନ୍ତିତ ନୁହନ୍ତି।...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଜୋକୋଭିଚ୍‌- ସିତିସ୍‌ପାସ୍‌ ଫାଇନାଲ

ପ୍ୟାରିସ୍‌,୧୩।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ରବିବାର ଫାଇନାଲରେ ଟପ୍‌ ସିଡ୍‌...

ଟିମ୍‌ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍‌ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ...

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ...

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...

ନୋଭାକ୍‌ ଜୋକୋଭିଚ୍‌ ଚାମ୍ପିୟନ

ପ୍ୟାରିସ, ୧୪।୬-ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ...

ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍‌ ଶର୍ମା: କୋହଲି ଦେଲେ ବଡ଼ ଖବର

ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍‌ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍‌ କ୍ରିକେଟର୍‌ ରୋହିତ ଶର୍ମା। ଜୁନ ୧୮ରୁ ୨୨...

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
Next Post Next post:
ପ୍ରଥମ ଦରମା ଟଙ୍କା ଖର୍ଚ୍ଚକୁ ନେଇ ଚିନ୍ତିତ କି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts