E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପାଣି ଟିକକ ପାଇଁ ହାତୀ କରୁଛି ଏମିତି
4:26 pmJune 9, 2021

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀ ନଳକୂପ ମାରୁଥିବା ଦେଖିବାକୁ ମିଳୁଛି। ପରେ ସେ ଶୁଣ୍ଢରେ ପାଣି ପିଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

Handling with care😊 pic.twitter.com/oJd0Occ9OI

— Susanta Nanda IFS (@susantananda3) June 9, 2021


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…

ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ...

ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍‌...

ଆଉନାହାନ୍ତି ମାରୁତିରାଓ କାଲେ

‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍‌ହିଟ୍‌ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ...

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...

‘ବିବାହ ଉପରୁ ଭରସା ତୁଟି ଗଲାଣି’

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍‌ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ...

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି।...

ଦୁଇଦୁଇ ଥର ମୃତ୍ୟୁକୁ ଅତି ପାଖରୁ ଦେଖିଛନ୍ତି ଏହି ଅଭିନେତ୍ରୀ

ଫିଲ୍ମରେ ଅଭିନେତ୍ରୀମାନେ ଅନେକଥର ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ବାସ୍ତବ ଜୀବନରେ ନନେକ କଳାକାରଙ୍କ ସହିତ...

ଅଜୟ ଦେବଗନ୍‌ଙ୍କ କିଣିଲେ ନୂଆ ଘର: ଦାମ୍‌ ରହିଛି…

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍‌
Next Post Next post:
ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍‌ କଲା ପ୍ରଶାସନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts