ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ ଭିତ୍ତିରେ ହେବା ବେଳେ ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେକରାଯିବ। ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନ ହେବେ, ପରେ ସେମାନେ ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ବଭାବିକ ହେଲା ପରେ ପରୀକ୍ଷା ଦେଇପାରିବେ ବୋଲ ସିଏଚ୍‌ସିଇ ସ୍ପଷ୍ଟ କରିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.