E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା
3:02 pmJune 14, 2021

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ, ୨୮ ବର୍ଷିୟ ସଞ୍ଚାରୀ କୋମାକୁ ପଳାଇଥିଲେ। ଦୁର୍ଘଟଣା ପରେ ତାଙ୍କୁ ମଧ୍ୟ ଅପରେଶନ କରାଯାଇଥିଲା। କିନ୍ତୁ ସେ ଜୀବନର ଯୁଦ୍ଧରେ ହାରିଯାଇଥିଲେ। ଅଭିନେତା ସୁଦୀପ ଟୁଇଟ୍‌ କରି ପ୍ରଶଂସକଙ୍କୁ ଏହି ଦୁଃଖଦ ଖବର ଦେଇଛନ୍ତି। ଅସେ ଟୁଇଟ୍‌ କରି ଲେଖିଛନ୍ତି ଯେ, ସଞ୍ଚାରୀ ବିଜୟ ଶେଷ ନିଶ୍ୱାସ ତ୍ୟାଗ କରିବା ଅତ୍ୟନ୍ତ ନିରାଶାଜନକ। ସେ ଏହି ଲକଡାଉନରେ ତାଙ୍କ ଦୁଇଥର ଭେଟିଥିଲେ। ପରବର୍ତ୍ତୀ ଚଳଚ୍ଚିତ୍ରକୁ ନେଇ ସେ ଉତ୍ସାହିତ ଥିଲେ। ମୁଁ ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କୁ ମୋର ଗଭୀର ସମବେଦନା ଜଣାଉଛି।
ସଞ୍ଚାରୀ ବିଜୟଙ୍କ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି ଯେ, ବିଜୟଙ୍କ ମସ୍ତିଷ୍କ ମୃତ, ଏହା ପରେ ତାଙ୍କ ପରିବାର ତାଙ୍କ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସୂଚନା ତାଙ୍କ ଭାଇ ସିଦ୍ଧେଶ ଦେଇଛନ୍ତି। ତାଙ୍କ ଦେହାନ୍ତରେ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳି ଯାଇଛି। ୨୦୧୫ ଚଳଚ୍ଚିତ୍ର ‘ନାନୁ ଆଭାନାଲା ଆଭାଲୁ’ରେ କାମ କରିବା ପରେ ସଞ୍ଚାରୀ ବିଜୟ ଜାତୀୟ ପୁରସ୍କାର ମଧ୍ୟ ପାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍‌ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା

ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍‌ରେ ଆସି ଅନେକ ଭଲ ତାରକା ମଧ୍ୟ...

ଜାମିନ୍‌ରେ ମୁକୁଳି କରନ୍‌ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…

ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା...

ଚୁମ୍ବନକୁ ନେଇ ଚର୍ଚ୍ଚାରେ ଥିବା ଏହି ଅଭିନେତ୍ରୀ ସର୍ବଦା କୁହନ୍ତି ମୁଁ ଅବିବାହିତା

ବଲିଉଡ୍‌ ଅଭିନେତା ଅଭିନେତ୍ରୀ ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ...

ଗୌହରଙ୍କଠାରୁ କରନ୍‌ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…

ବମ୍ବେ: ବଲିଉଡ୍‌ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼...

ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା

ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ
Next Post Next post:
ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts