ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ, ୨୮ ବର୍ଷିୟ ସଞ୍ଚାରୀ କୋମାକୁ ପଳାଇଥିଲେ। ଦୁର୍ଘଟଣା ପରେ ତାଙ୍କୁ ମଧ୍ୟ ଅପରେଶନ କରାଯାଇଥିଲା। କିନ୍ତୁ ସେ ଜୀବନର ଯୁଦ୍ଧରେ ହାରିଯାଇଥିଲେ। ଅଭିନେତା ସୁଦୀପ ଟୁଇଟ୍ କରି ପ୍ରଶଂସକଙ୍କୁ ଏହି ଦୁଃଖଦ ଖବର ଦେଇଛନ୍ତି। ଅସେ ଟୁଇଟ୍ କରି ଲେଖିଛନ୍ତି ଯେ, ସଞ୍ଚାରୀ ବିଜୟ ଶେଷ ନିଶ୍ୱାସ ତ୍ୟାଗ କରିବା ଅତ୍ୟନ୍ତ ନିରାଶାଜନକ। ସେ ଏହି ଲକଡାଉନରେ ତାଙ୍କ ଦୁଇଥର ଭେଟିଥିଲେ। ପରବର୍ତ୍ତୀ ଚଳଚ୍ଚିତ୍ରକୁ ନେଇ ସେ ଉତ୍ସାହିତ ଥିଲେ। ମୁଁ ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କୁ ମୋର ଗଭୀର ସମବେଦନା ଜଣାଉଛି।
ସଞ୍ଚାରୀ ବିଜୟଙ୍କ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି ଯେ, ବିଜୟଙ୍କ ମସ୍ତିଷ୍କ ମୃତ, ଏହା ପରେ ତାଙ୍କ ପରିବାର ତାଙ୍କ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସୂଚନା ତାଙ୍କ ଭାଇ ସିଦ୍ଧେଶ ଦେଇଛନ୍ତି। ତାଙ୍କ ଦେହାନ୍ତରେ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳି ଯାଇଛି। ୨୦୧୫ ଚଳଚ୍ଚିତ୍ର ‘ନାନୁ ଆଭାନାଲା ଆଭାଲୁ’ରେ କାମ କରିବା ପରେ ସଞ୍ଚାରୀ ବିଜୟ ଜାତୀୟ ପୁରସ୍କାର ମଧ୍ୟ ପାଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.