E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ
10:37 amJune 2, 2021

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି। ପାରସ୍ପରିକ ବିବାଦ ପରେ ନିଶା ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହା ପରେ କରଣଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଥିଲା। ତେବେ ପରଦିନ ତାଙ୍କୁ ଜାମିନ ମିଳିଯାଇଛି। ନିଶା ଅଭିଯୋଗ କରିଛନ୍ତି ଯେ କରଣ ତାଙ୍କୁ କାନ୍ଥକୁ ଠେଲି ଦେଇ ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। କରଣ ଏହି ଅଭିଯୋଗକୁ ଭିତ୍ତିହୀନ ବୋଲି କହିଛନ୍ତି। ସେ ଏକ ସାକ୍ଷାତକାରରେ କହିଥିଲେ ଯେ ନିଶା ତାଙ୍କୁ ଅଧିକ ଟଙ୍କା ମାଗୁଛନ୍ତି, ଯାହା ସେ ଦେବାକୁ ପ୍ରସ୍ତୁତ ନୁହଁନ୍ତି। ସେ କୁହନ୍ତି, ଟଙ୍କାକୁ ନେଇ ଯୁକ୍ତିତର୍କ ପରେ ନିଶା ମୋ ରୁମକୁ ଆସି ମୋ ପରିବାରକୁ ଦୁର୍ବ୍ୟବହାର କରିବା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ମୁଁ ତୁମ ଜୀବନକୁ ନଷ୍ଟ କରିଦେବ। ନିଶା ଏବଂ କରଣ ପାରସ୍ପରିକ ସମ୍ମତି ପରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି।
କରଣଙ୍କ ଆଉ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଥିବା ନିଶା କହିଛନ୍ତି। ଏହି କାରଣରୁ ସେ ପିଲାଟି ପାଇଁ ମଧ୍ୟ ଦାୟିତ୍ୱ ଗ୍ରହଣ କରୁନାହାଁନ୍ତି ଏବଂ ବର୍ଷ ବର୍ଷ ଧରି କ୍ରମାଗତ ଭାବରେ ଅସଦାଚରଣ କରୁଛନ୍ତି, ଯାହା ବିଷୟରେ ମୁଁ କେବେ କହି ନ ଥିଲି। ମୋର ଦାବିକୁ ପ୍ରମାଣ କରିବାକୁ ମୋର ଯଥେଷ୍ଠ କାଗଜପତ୍ର ଅଛି ବୋଲି ସେ କହିଛନ୍ତି।
କରଣ ମେହେରା ଏବଂ ନିଶା ରାୱଲ ୨୦୦୮ ମସିହାରେ ଫିଲ୍ମ ‘ହଁସତେ ହଁସତେ’ ସେଟରେ ସାକ୍ଷାତ ହୋଇଥିଲେ। କରଣ ମେହେରା ସେହି ଚଳଚ୍ଚିତ୍ରରେ ଷ୍ଟାଇଲିଷ୍ଟ ଭାବରେ କାମ କରୁଥିଲେ। ଅଭିନେତା ହେବା ବ୍ୟତୀତ କରଣ ମେହେରା ମଧ୍ୟ ଜଣେ ଫ୍ୟାଶନ ସ୍ନାତକ। କିଛି ବର୍ଷ ପରସ୍ପରକୁ ଡେଟ କରିବା ପରେ ଦୁହେଁ ୨୦୧୨ ମସିହାରେ ବିବାହ କରିଥିଲେ।
ଦୀର୍ଘ ଦିନ ଧରି ଚାଲିଆସୁଥିବା ଟିଭି ସୋ ‘ୟେ ରିସ୍ତା କ୍ୟା କେହଲାତା ହୈ’ ରେ ନୈତିକ ସିଂଘାାନିଆ ଭୂମିକାରେ ଅଭିନୟ କରି କରଣ ମେହେରା ଟିଭି ଜଗତର ସବୁଠାରୁ ଲୋକପ୍ରିୟ ଚେହେରା ପାଲଟିଥିଲେ। ଏଥିରେ ମୁଖ୍ୟ ଭୂମିକାରେ ହିନା ଖାନ ଥିଲେ, ଯିଏ ଅକ୍ଷରା ଭୂମିକାରେ ଅଭିନୟ କରିଥିଲେ। କରଣ ‘ବିଗ ବସ ୧୦’ ରେ ମଧ୍ୟ ଅଂଶଗ୍ରହଣ କରିଥିଲେ ଏବଂ ନିଶାଙ୍କ ସହ ‘ନଚ ବଲିୟେ ୫’ ଏବଂ ‘କିଚେନ ଚାମ୍ପିଅନ ୫’ରେ ମଧ୍ୟ ଅଂଶ ଥିଲେ।

 


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...

ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ...

ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେଲେ ଏହି ଅଭିନେତା

ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...

ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର...

କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ

ମୁମ୍ବାଇ: ବଲିଉଡ୍‌ କ୍ୱିନ୍‌ କଙ୍ଗନା ରାଣାଓ୍ବତ୍‌ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍‌ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
Next Post Next post:
ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts