ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍ ୟୁଲିଆ ବନ୍ତୁର। ମାତ୍ର ଏହି ଖବରକୁ ସଲମାନ କେବେ ଆନୁଷ୍ଠାନିକ ଭାବେ ଘୋଷଣା କରିନାହାନ୍ତି। କିନ୍ତୁ ୟୁଲିଆଙ୍କ ସହ ସଲମାନଙ୍କ ଲୁଚାଛପା ପ୍ରେମ ଚାଲିଥିବା ଚର୍ଚ୍ଚା ହେଉଛି। ଏପରିକି ୨୦୨୦ରେ ଲକ୍ଡାଉନ ସମୟରେ ସଲମାନ ୟୁଲିଆଙ୍କ ସହ ତାଙ୍କ ଫାର୍ମହାଉସରେ ରହିଥିଲେ। ଏଠାରେ ଜ୍ୟାକଲିନ ଫର୍ନାଣ୍ଡିଜ୍ ମଧ୍ୟ ଥିଲେ। ୟୁଲିଆଙ୍କ ସହ ସଲମାନଙ୍କ ପରିବାର ସଦସ୍ୟଙ୍କ ମଧ୍ୟ ନିବିଡ଼ ସମ୍ପର୍କ ରହିଛି। ତେବେ ଦେଖାଯାଉ ସଲମାନ ଏନେଇ କେବେ ମୁହଁ ଖୋଲୁଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.