E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ
12:10 pmJune 11, 2021

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି ରହୁଛନ୍ତି। ମାତ୍ର ଶ୍ରଦ୍ଧା ରୋହନଙ୍କୁ ତାଙ୍କର ଭଲ ବନ୍ଧୁ ବୋଲି କହୁଛନ୍ତି। ଦୁହେଁ ଏ ଖବରକୁ ଯଦିଓ ପ୍ରଶଂସକମାନଙ୍କ ସମ୍ମୁଖରେ ପ୍ରକାଶ କରିନାହାନ୍ତି ତଥାପି ଲୁଚିଛି ନା ଗୋଡ଼ ଦି’ଟା ଦିଶୁଛି ପରି କଥା ବୋଲି ଚର୍ଚ୍ଚା ହେଉଛି।

ନିକଟରେ ରୋହନ ବରୁଣ ଧାଓ୍ବନଙ୍କୁ ତାଙ୍କ ବିବାହ ପାଇଁ ଅଭିନନ୍ଦନ ଜଣାଇଥିଲେ, ଯେଉଁଥିରେ ବରୁଣ ତାଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ, ମୁଁ ଆଶା କରୁଛି ତୁମେ ମଧ୍ୟ ବିବାହ ପାଇଁ ବର୍ତ୍ତମାନ ପ୍ରସ୍ତୁତ ଅଛ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ...

ଗର୍ଭବତୀ ଥିବା ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ଜଣେ ଅଭିନେତା

ଫିଲ୍ମ ‘ବଧାଇ ହୋ’ ସହିତ ଦୀର୍ଘ ସମୟ ପରେ ସିନେମାକୁ ଫେରିଥିବା ନୀନା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ...

ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’

ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍‌ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି...

୨ ଫ୍ଲାଟ୍‌, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବଲିଉଡ୍‌ର ଡ୍ରାମା କୁଇନ୍‌ ତଥା ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ କିଛି ନା କିଛି କାରଣରୁ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବଡ଼ ପରଦାରୁ...

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ...

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ
Next Post Next post:
୨ ଫ୍ଲାଟ୍‌, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts