ମୁମ୍ବାଇ: ପ୍ରସିଦ୍ଧ ଟେଲି ଅଭିନେତ୍ରୀ ତଥା ‘ଉତ୍ରନ’ ଫେମ୍ ଟିନା ଦତ୍ତ ତାଙ୍କ ବୋଲ୍ଡ ଫଟୋ ଏବଂ ଭିଡିଓ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଟିନା ପ୍ରତିଦିନ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସେକ୍ସି ଏବଂ ହଟ୍ ଫଟୋ ଶେୟାର କରିଥାନ୍ତି। ଏବେ ଇନ୍ଷ୍ଟାଗ୍ରାମରେ ଟିନା ତାଙ୍କର କିଛି ବୋଲ୍ଡ ଫଟୋ ଶେୟାର କରିଛନ୍ତି। ଯାହାକୁ ପ୍ରଶଂସକ ଖୁବ୍ ପସନ୍ଦ କରିଛନ୍ତି। ଟିନା ଏକ କଳା ରଙ୍ଗର ଡ୍ରେସ୍ ପିନ୍ଧି ଖୁବ୍ ଆକର୍ଷଣୀୟା ଦେଖାଯାଉଛନ୍ତି। ସେ ଏହି ଫଟୋଗୁଡ଼ିକ ସମୁଦ୍ରକୂଳରେ ଉଠାଇଛନ୍ତି। ଟିନାଙ୍କ ଏହି ଆଉଟ୍ ଫିଟ୍ ଦର୍ଶକଙ୍କ ହୃଦୟରେ ନିଆଁ ଲଗାଇ ଦେଇଛି।
ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍...
ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍ କହିଲେ..
କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ...
ଅର୍ଜୁନଙ୍କ ସହ ସମ୍ପର୍କକୁ ପସନ୍ଦ କରୁ ନ ଥିଲେ ମଲାଇକାଙ୍କ ଭାବି ଶ୍ୱଶୁର; ସିଧାସିଧା ଅଲଗା ରହିବାକୁ…
ବମ୍ବେ: ସ୍ବାମୀ ଅରବାଜ ଖାନ୍ଙ୍କଠାରୁ ଅଲଗା ହେବା ପରେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ପଡ଼ିଛନ୍ତି ମଲାଇକା ଅରୋରା। ବେଶ କିଛି ଦିନ ସେ ନିଜ...
ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ
ମୁମ୍ବାଇ: ବଲିଉଡ୍ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର...
କବୀର ସିଂର ଦୁଇ ବର୍ଷ ପରେ ସାହିଦ୍ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…
ବଲିଉଡ୍ ଅଭିନେତା ସାହିଦ କପୁର ଏଯାବତ୍ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା।...
କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା
ମୁମ୍ବାଇ: ବଲିଉଡ୍ ଦବଙ୍ଗ ଖାନ୍ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ...
ପୁଅର ପ୍ରଥମ ଝଲକ୍ ଦେଖାଇଲେ କପିଲ୍ ଶର୍ମା
କମେଡି କିଙ୍ଗ୍ କପିଲ୍ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ...
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...


