E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍‌
1:15 pmJune 18, 2021

ମୁମ୍ବାଇ: ସୋସିଆଲ ମିଡିଆରେ ହରିୟାଣା ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ସପ୍‌ନା ଚୌଧୁରୀ ଖୁବ୍‌ ଆକ୍ଟିଭ। ସେ ନିଜର ହଟ୍‌ ଲୁକ୍‌ ଏବଂ ସୌନ୍ଦର୍ଯ୍ୟ ପାଇଁ ଅଧିକାଂଶ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଏବେ ଆଉ କିଛି ନୂଆ ଲୁକ୍‌ରେ ଫଟୋ ପୋଜ୍‌ ଦେଇଛନ୍ତି ଏହି ସୁନ୍ଦରୀ ଅଭିନେତ୍ରୀ। ଫଟୋରେ ସେ ଏକ ବ୍ଲୁ ରଙ୍ଗର ଶାଢ଼ି ପିନ୍ଧିଛନ୍ତି। ଏହି ଶାଢ଼ିରେ ସେ ଖୁବ୍‌ ଆକର୍ଷଣୀୟା ଦିଶୁଛନ୍ତି। କେତେକ ଫଟୋ ଦୁଆର ମୁହଁରେ ଠିଆ ହୋଇ ଉଠାଇଥିବା ବେଳେ ଆଉ କେତେକ କାନ୍ଥକୁ ଆଉଜି ପୋଜ୍‌ ଦେଇଛନ୍ତି। ସପ୍‌ନାଙ୍କ ଏହି ଫଟୋଗୁଡ଼ିକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ...

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...

ବିବାହର ଚାରି ମାସ ପରେ ଘରକୁ ଆସିଥିଲା କୁନି ଅତିଥି; ପୁଅର ଫଟୋ ଶେୟାର କରି…

ବମ୍ବେ: ଇତିମଧ୍ୟରେ ଅଭିନେତା ବରୁଣ ଧଓ୍ବନ ଏବଂ ନତାଶା ଦଲାଲଙ୍କ ବିବାହକୁ ପୁରିଛି ଚାରି ମାସ। ଏବେ ତାଙ୍କ ଘରକୁ ଆସିଛି କୁନି ଅତିଥି। ତାଙ୍କୁ...

ସଞ୍ଜୁଙ୍କ ଛାତିରେ ରହିଛି ଏହି ନାଁରେ ଟାଟୁ

ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ପିତା ସୁନିଲ ଦତ୍ତଙ୍କ ସମ୍ପର୍କକୁ ବୁଝିବା ବହୁତ କଷ୍ଟକର। ଫିଲ୍ମ ସଞ୍ଜୁରେ ପିତା-ପୁତ୍ରଙ୍କ ବଣ୍ଡିଂର ଝଲକ ଦେଖିବାକୁ...

ପାଣି ଟିକକ ପାଇଁ ହାତୀ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
Next Post Next post:
ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts