ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି ଯେ, ଯଦି ସୋନୁ ସୁଦ ନିର୍ବାଚନରେ ଛିଡା ହୁଅନ୍ତି, ତେବେ ସେ ତାଙ୍କୁ ଭୋଟ ଦେବେ। ସେ ଏହା ମଧ୍ୟ କହିଛନ୍ତି ଯେ, ସେ ସୋନୁ ସୁଦଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ହୁମା କୁରେଶୀଙ୍କୁ ପଚାରାଯାଇଥିଲା ଏମିତି ଜଣେ ଜଣେ ବଲିଉଡ ଅଭିନେତାଙ୍କ ନାଁ କୁହନ୍ତୁ ଯେ କି ଜଣେ ଭଲ ରାଜନେତା ହୋଇପାରିବେ। ଏହାର ଉତ୍ତରରେ କୌଣସି ସମୟ ନ ନେଇ ହୁମା ତୁରନ୍ତ ସୋନୁ ସୁଦଙ୍କ ନାମ ନେଇଥିଲେ। ହୁମା କହିଛନ୍ତି, ମୁଁ ଭାବୁଛି ସୋନୁ ସୁଦ ନିର୍ବାଚନରେ ଛିଡା ହେବା ଉଚିତ୍। ମୁଁ ତାଙ୍କୁ ଭୋଟ ଦେବି, ମୁଁ ଚାହୁଁଛି ସେ ଆମର ପ୍ରଧାନମନ୍ତ୍ରୀ ହୁଅନ୍ତୁ ଏବଂ ଏହା ବହୁତ ଭଲ ହେବ। ହୁମାଙ୍କ ପୂର୍ବରୁ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ ମଧ୍ୟ ସୋନୁଙ୍କୁ ପ୍ରଧାନମନ୍ତ୍ରୀ କରିବା ନେଇ ମତ ଦେଇଥିଲେ।
ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍ ପ୍ରତିଶ୍ରୁତି ପାଇଲେ ନେହା କକ୍କର
ବଲିଉଡ୍ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ...
ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ
ବଲିଉଡ୍ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ...
ଚୁମ୍ବନକୁ ନେଇ ଚର୍ଚ୍ଚାରେ ଥିବା ଏହି ଅଭିନେତ୍ରୀ ସର୍ବଦା କୁହନ୍ତି ମୁଁ ଅବିବାହିତା
ବଲିଉଡ୍ ଅଭିନେତା ଅଭିନେତ୍ରୀ ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ...
‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍କା: ପ୍ରଥମେ ଟିଆର୍ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
ବମ୍ବେ: ଲଗାତାର ଭାବେ ଟିଆର୍ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍ପି...
ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍ ମାଗିଲେ ଯୁବକ: ଜବାବରେ ମିଳିଲା
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍ର୍ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ...
ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କରନ୍ ଜୋହରଙ୍କ ରହିଥିଲା ପ୍ରେମ ସମ୍ପର୍କ ! ଦୁଇ ବର୍ଷ ଧରି…
ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଖାସ ସେଥିପାଇଁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କଥା ଲୋକଲୋଚନକୁ ଆସିଯାଇଥାଏ। ସେଥିରୁ କିଛି ଗୁଜବ ମଧ୍ୟ...
ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…
ମୁମ୍ବାଇ,୫।୬: ବଲିଉଡ୍ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...
ଭାବୁକ ହେଲେ ଫର୍ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’
ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍’। ମହାନ ଧାବକ ପଦ୍ମଶ୍ରୀ ମିଲ୍ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...


