E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
12:30 pmJune 1, 2021

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି ଯେ, ଯଦି ସୋନୁ ସୁଦ ନିର୍ବାଚନରେ ଛିଡା ହୁଅନ୍ତି, ତେବେ ସେ ତାଙ୍କୁ ଭୋଟ ଦେବେ। ସେ ଏହା ମଧ୍ୟ କହିଛନ୍ତି ଯେ, ସେ ସୋନୁ ସୁଦଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ହୁମା କୁରେଶୀଙ୍କୁ ପଚାରାଯାଇଥିଲା ଏମିତି ଜଣେ ଜଣେ ବଲିଉଡ ଅଭିନେତାଙ୍କ ନାଁ କୁହନ୍ତୁ ଯେ କି ଜଣେ ଭଲ ରାଜନେତା ହୋଇପାରିବେ। ଏହାର ଉତ୍ତରରେ କୌଣସି ସମୟ ନ ନେଇ ହୁମା ତୁରନ୍ତ ସୋନୁ ସୁଦଙ୍କ ନାମ ନେଇଥିଲେ। ହୁମା କହିଛନ୍ତି, ମୁଁ ଭାବୁଛି ସୋନୁ ସୁଦ ନିର୍ବାଚନରେ ଛିଡା ହେବା ଉଚିତ୍‌। ମୁଁ ତାଙ୍କୁ ଭୋଟ ଦେବି, ମୁଁ ଚାହୁଁଛି ସେ ଆମର ପ୍ରଧାନମନ୍ତ୍ରୀ ହୁଅନ୍ତୁ ଏବଂ ଏହା ବହୁତ ଭଲ ହେବ। ହୁମାଙ୍କ ପୂର୍ବରୁ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ ମଧ୍ୟ ସୋନୁଙ୍କୁ ପ୍ରଧାନମନ୍ତ୍ରୀ କରିବା ନେଇ ମତ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି...

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର...

ଆଉ ଥରେ ପରଦାକୁ ଆସିବ ‘ପବିତ୍ର ରିସ୍ତା’: ଅଙ୍କିତାଙ୍କ ସହ ମାନବ ଭୂମିକାରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ କ୍ୟାରିୟର ବଦଳାଇ ଦେଇଥିଲା ଟେଲି ଧାରାବାହିକ ‘ପବିତ୍ର ରିସ୍ତା’। ତାଙ୍କ ମୃତ୍ୟୁ ପରେ ଓଟିଟି ପ୍ଲାଟଫର୍ମରେ ଏହି ଧାରାବାହିକ...

ପ୍ରେମିକଙ୍କ ସହ ନିର୍ବନ୍ଧ ଭାଙ୍ଗିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପ୍ରେମିକଙ୍କ ସହ ସମ୍ପର୍କ ଛିନ୍ନ କରିଛନ୍ତି ଅଭିନେତ୍ରୀ ଲୀନା ଜୁମାନି। ଏକତା କପୁରଙ୍କ ଧାରାବାହିକ କୁମ୍‌କୁମ୍‌ ଭାଗ୍ୟରେ ତନୁଶ୍ରୀ ଭୂମିକାରେ ନଜର ଆସୁଥିବା ଲୀନା...

ଏକଦା ମହେଶ ଭଟ୍ଟ-ପୂଜା ଭଟ୍ଟଙ୍କ ଝିଅ ଆଲିଆ ବୋଲି ଉଠିଥିଲା କଥା; କିଛି ଏଭଳି…

ବମ୍ବେ: ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ସୁକନ୍ୟା ହେଉଛନ୍ତି ଆଲିଆ। ତାଙ୍କର ଅନ୍ୟଜଣେ ଝିଅ ପୂଜା ମଧ୍ୟ ଅଛନ୍ତି। ହେଲେ ଏକାଧିକ ବାର ମହେଶ...

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ...

ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ...

ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

ବମ୍ବେ: ବଲିଉଡ୍‌ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍‌ଅପ୍‌ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Next Post Next post:
ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts