ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି ଯେ, ଯଦି ସୋନୁ ସୁଦ ନିର୍ବାଚନରେ ଛିଡା ହୁଅନ୍ତି, ତେବେ ସେ ତାଙ୍କୁ ଭୋଟ ଦେବେ। ସେ ଏହା ମଧ୍ୟ କହିଛନ୍ତି ଯେ, ସେ ସୋନୁ ସୁଦଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ହୁମା କୁରେଶୀଙ୍କୁ ପଚାରାଯାଇଥିଲା ଏମିତି ଜଣେ ଜଣେ ବଲିଉଡ ଅଭିନେତାଙ୍କ ନାଁ କୁହନ୍ତୁ ଯେ କି ଜଣେ ଭଲ ରାଜନେତା ହୋଇପାରିବେ। ଏହାର ଉତ୍ତରରେ କୌଣସି ସମୟ ନ ନେଇ ହୁମା ତୁରନ୍ତ ସୋନୁ ସୁଦଙ୍କ ନାମ ନେଇଥିଲେ। ହୁମା କହିଛନ୍ତି, ମୁଁ ଭାବୁଛି ସୋନୁ ସୁଦ ନିର୍ବାଚନରେ ଛିଡା ହେବା ଉଚିତ୍। ମୁଁ ତାଙ୍କୁ ଭୋଟ ଦେବି, ମୁଁ ଚାହୁଁଛି ସେ ଆମର ପ୍ରଧାନମନ୍ତ୍ରୀ ହୁଅନ୍ତୁ ଏବଂ ଏହା ବହୁତ ଭଲ ହେବ। ହୁମାଙ୍କ ପୂର୍ବରୁ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ ମଧ୍ୟ ସୋନୁଙ୍କୁ ପ୍ରଧାନମନ୍ତ୍ରୀ କରିବା ନେଇ ମତ ଦେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.