E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ
8:23 pmJune 22, 2021

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ ଜଣେ ସାଧାରଣ ଯୁବତୀଙ୍କ ଉପରେ କିଭଳି ଅତ୍ୟାଚାର ହେଉଛି, ପ୍ରତିଶୋଧ ପରାୟଣ ହୋଇ ସେ ଡକାୟତ ପାଲଟୁଛନ୍ତି ତାହା ଦେଖାଯାଇଥିଲା। ସୀମା ଫୁଲନ ଦେବୀଙ୍କ ଭୂମିକାରେ ନଜର ଆସିଥିଲେ। ପରଦାରେ ଚରିତ୍ରକୁ ଦେଖାଇବା ସହଜ ନ ଥିଲା। ଅନେକ ଦୃଶ୍ୟର ଶୁଟିଂ ବେଳେ ସେ ଚିନ୍ତାରେ ପଡ଼ିଯାଇଥିଲେ। କାରଣ ସେଗୁଡ଼ିକ ନ୍ୟୁଡ୍‌ ଥିଲା।

‘ବଣ୍ଡିତ୍‌ କୁଇନ୍‌’ ସୀମାଙ୍କ ପ୍ରଥମ ଫିଲ୍ମ ଥିଲା। ୧୯୯୪ରେ ସେ ଅଭିନେତ୍ରୀ ଭାବେ ପାଦ ରଖିଥିଲେ। ହେଲେ ଫିଲ୍ମର ନ୍ୟୁଡ୍‌(ଉଲଗ୍ନ) ଦୃଶ୍ୟକୁ ନେଇ ବିବାଦ ଉପୁଜିଥିଲା। ଏଥିପାଇଁ ସେ ରାତିରାତି କାନ୍ଦୁଥିଲେ। ଦୃଶ୍ୟଗୁଡ଼ିକ ଶୁଟିଂ କରିବା ସମୟରେ ନିର୍ଦ୍ଦେଶକ ଏବଂ କ୍ୟାମେରାମ୍ୟାନ୍‌ଙ୍କ ବ୍ୟତିତ ଅନ୍ୟ କାହାକୁ ଯିବାକୁ ମନା ଥିଲା।

ଶୁଟିଂ ଶେଷ ହେବା ପରେ ସେନ୍‌ସର ବୋର୍ଡ ଏହାକୁ ଗ୍ରହଣ କରି ନ ଥିଲା। ଏହାକୁ ସିନେମାହଲ୍‌ରେ ଦେଖିବାକୁ ଅନୁମତି ମିଳି ନ ଥିଲା। ପରେ କୋର୍ଟରୁ ସ୍ବିକୃତି ମିଳିବା ପରେ ଏହା ରିଲିଜ ହୋଇଥିଲା। ଏପରିକି ଏହାକୁ ଜାତୀୟ ପୁରସ୍କାର ମଧ୍ୟ ମିଳିଥିଲା। ସେତେବେଳେ ହିନ୍ଦୀ ବ୍ୟତିତ ମରାଠୀ, ତାମିଲ, ପଞ୍ଜାବୀ, ବଙ୍ଗଳା ଏବଂ ଇଂରାଜୀ ଭାଷାରେ ରିଲିଜ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର...

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର...

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ...

ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍‌ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ...

ସଲମାନଙ୍କ ଉପରେ ରାଗିକରି ଚିତ୍କାର କରିଥିଲେ ଏହି ଅଭିନେତା, ଏପରି ଥିଲା ଭାଇଜାନଙ୍କ ପ୍ରତିକ୍ରିୟା

ସଲମାନ ଖାନ ନିଜର ଆଧିପତ୍ୟ ହେତୁ ବଲିଉଡରେ ବହୁତ ପ୍ରସିଦ୍ଧ। ତାଙ୍କ ଚଳଚ୍ଚିତ୍ର ସହିତ ତାଙ୍କ ରାଗ ପାଇଁ ସେ ମଧ୍ୟ ଅନେକ ସମୟରେ ଚର୍ଚ୍ଚାରେ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ...

ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍‌ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ

୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୨୨ , ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts