E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ
8:14 amJune 2, 2021

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଗତ ମାସ ୧୨ ତାରିଖରେ କରୋନାରେ ଆକ୍ରାନ୍ତ ଜଣାପଡ଼ିବା ପରେ ଘରେ କିଛିଦିନ ଆଇସୋଲେଶନରେ ରହିଥିଲେ। ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ସେ ୧୬ ତାରିଖରେ ବାରିପଦା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଏବଂ ୧୭ ତାରିଖରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଥିଲେ। ନନ୍ଦକିଶୋରଙ୍କ ସ୍ତ୍ରୀ ଏବଂ ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି। ତାଙ୍କ ପରଲୋକରେ ରାଜ୍ୟ କ୍ରୀଡ଼ା ଜଗତରେ ଶୋକରଛାୟା ଖେଳିଯାଇଛି। ଭାରତୀୟ ମହିଳା ଫୁଟ୍‌ବଲ ଦଳର ପ୍ରଥମ ଓଡ଼ିଆ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କ କୋଚ୍‌ଭାବେ ନନ୍ଦକିଶୋର ବିଶେଷ ପରିଚିତ ଥିଲେ। ଏହା ବ୍ୟତୀତ ସେ ଗୀତାଞ୍ଜଳି ସାମନ୍ତରାୟ, ରଞ୍ଜିତା ମହାନ୍ତି, ପ୍ରଶାନ୍ତି ପ୍ରଧାନ, ସୁଦୀପ୍ତା ଦାଶ, ସରିତା ଜୟନ୍ତୀ ବେହେରା, ମାମାଲି ଦାସ, ପ୍ରଥମା ପ୍ରିୟଦର୍ଶିନୀଙ୍କ ପରି ଡଜନେରୁ ଊର୍ଦ୍ଧ୍ୱ ନାମୀ ଖେଳାଳିଙ୍କୁ ସେ ପ୍ରଶିକ୍ଷଣ ଦେଇଥିଲେ। ମହିଳା ଫୁଟ୍‌ବଲକୁ ତାଙ୍କ ଅବଦାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୧୫ ଅଗଷ୍ଟ ୨୯ରେ ତାଙ୍କୁ ଶ୍ରେଷ୍ଠ କୋଚ୍‌ଭାବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ସମ୍ମାନିତ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ...

ଜେଲ୍‌ରୁ ମହାନ୍‌ କ୍ରିକେଟର୍‌: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍‌

ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ...

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌...

ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

କ୍ରିକେଟର୍‌ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟର୍‌ରେ ସେ...

ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୪ା୬ (ପି.ଟି.)-ବାଂଲାଦେଶର ପୂର୍ବତନ ଅଧିନାୟକ ମୁସ୍‌ଫିକର ରହିମ ଓ ସ୍କଟିଶ ଅଲ୍‌ରାଉଣ୍ଡର କ୍ୟାଥରିନ୍‌ ବ୍ରାଇସ୍‌ ଯଥାକ୍ରମେ ପୁରୁଷ ଓ ମହିଳା ବର୍ଗରେ ଆଇସିସି ପ୍ଲେୟର...

କୋଚ୍‌ ଟୁଚେଲଙ୍କ କାର୍ଯ୍ୟକାଳ ବଢ଼ାଇଲା ଚେଲସି

ଲଣ୍ଡନ,୫।୬: ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ହାସଲ କରିବା ପରେ ଚେଲସି କୋଚ୍‌ ଥୋମାସ ଟୁଚେଲଙ୍କୁ ପୁରସ୍କୃତ କରିଛି। ଚେଲ୍‌ସି ଶୁକ୍ରବାର ଟୁଚେଲଙ୍କ କାର୍ଯ୍ୟକାଳ ୨୦୨୪କୁ ବୃଦ୍ଧି...

ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ

ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍‌ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ
Next Post Next post:
ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts