E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା
12:26 pmJune 20, 2021

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ ମାସିକ ୨୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ। ପରିବାରର ମୁଖ୍ୟ ଉପାର୍ଜନାକାରୀଙ୍କୁ ବି ହରାଇଥିବା ଶିଶୁମାନେ ଉପକୃତ ହେବେ। ଜଣେ ବି ଅସହାୟ ଶିଶୁ ଯେପରି ବାଦ ନ ପଡ଼ିବେ ସେଥିପାଇଁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜିଲାପାଳ ପ୍ରତିବର୍ଷ ଏନେଇ ସତନ୍ତ୍ର ଅଭିଯାନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୨୦୨୦ ଏପ୍ରିଲ ୧ ପରେ ଅନାଥ ହୋଇଥିବା ଶିଶୁମାନଙ୍କୁ ଏହି ଯୋଜନାର ସୁବିଧା ଉବଲବ୍ଧ ହେବ। ୧୮ ବର୍ଷ ହେବା ପର୍ଯ୍ୟନ୍ତ ଏହି ଯୋଜନାରେ ଶିଶୁମାନଙ୍କୁ ଅର୍ଥ ମିଳିବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ମାଗଣା ସ୍ବାସ୍ଥ୍ୟ ସେବା ବି ମିଳିବ। ଉଭୟ ପିତା ବା ମାତା ଜଣଙ୍କୁ ହରାଇଥିଲେ ୧୫୦୦ ଲେଖାଏ ଟଙ୍କା ମିଳିବ। ଯଦି ପୂର୍ବରୁ କେହି ପୋଷ୍ୟ ଭାବରେ ଗ୍ରହଣ କରିଥାନ୍ତି ତେବେ ଏହି ଯୋଜନାରେ ଅର୍ଥ ମିଳିବ ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ନଷ୍ଟ ହେଉଛି ୫.୪୪ କୋଟିର ଟସର

ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...

ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...

ଧାରଣା ଦେଲେ ପରିବାର

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

ଜଳବନ୍ଦୀରେ ନଦୀକୂଳିଆ ଗାଁ

ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...

ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା

ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
Next Post Next post:
ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts