E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ନୂଆପଡ଼ା

କରୋନାକୁ ହରାଇଲେ ମାସକର ଶିଶୁ
7:34 amJune 28, 2021June 28, 2021

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି ଏକ ଖୁସି ଖବର। ମାସକର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇଥିବା ଜଣାପଡ଼ିଛି।
ମିଳିଥିଲା ସୂଚନା ଅନୁଯାୟୀ, ଏପ୍ରିଲ ୧୭ ତାରିଖରେ ନୂଆପଡ଼ା ଜିଲା ମୁଖ୍ୟ ହସ୍ପିଟାଲରେ ଏହି ଶିଶୁଟି ଜନ୍ମ ହୋଇଥିଲା। ସେତେବେଳେ ଶିଶୁର ଓଜନ କମ୍‌ ଥିତ୍ବାରୁ ସେଠାରେ ରଖାଯାଇ ଚିକିତ୍ସା କରାଯାଇଥିଲା। ଦେହ ସୁସ୍ଥ ହେବା ପରେ ଘରକୁ ପଠାଯାଇଥିଲା। ଗତ ୧୨ ତାରିଖରେ ଶିଶୁକୁ କାଶ ଓ ଛିଙ୍କ ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ୍ବାର୍ଡର ଏସ୍‌ଏନ୍‌ସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଣ୍ଟିଜେନ୍‌ ଟେଷ୍ଟ କରିବାରୁ ଉଭୟ ମା’ ଓ ଶିଶୁଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା ବୋଲି ଜିଲା ମୁଖ୍ୟ ଶିଶୁ ରୋଗ ବିଶେଷଜ୍ଞ ଡା. ଜ୍ୟୋତ୍ସ୍ନାରାଣୀ ପଟ୍ଟନାୟକ କହିଥିଲେ। ଡାକ୍ତରଙ୍କ ଉପଯୁକ୍ତ ଚିକିତ୍ସା ପରେ ଶିଶୁଟି ଏବେ ସୁସ୍ଥ ହୋଇ ୧୮ ତାରିଖରେ ଘରକୁ ଫେରି ଥିବା ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର କହିଛନ୍ତି। ଶିଶୁ ସୁସ୍ଥ ଥିବା ନେଇ ନୂଆପଡ଼ା ଜିଲାପାଳ ସ୍ବାଧାଦେବ ସିଂ ମଧ୍ୟ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ନୂଆପଡ଼ା View All

ବର୍ଜ୍ୟଜଳରେ ହନ୍ତସନ୍ତ ସହରବାସୀ

ଯାଜପୁର ଅଫିସ୍‌, ୫।୬: ରାଜ୍ୟର ବିଭିନ୍ନ ସହରରୁ ନିର୍ଗତ ବର୍ଜ୍ୟଜଳକୁ ବୈଜ୍ଞାନିକ ପଦ୍ଧତିରେ ବିଶୋଧନ ଓ ପ୍ରକ୍ରିୟାକରଣ ନ କରି ବାହାରକୁ ଛଡ଼ାଯାଉଥିବାରୁ ତାହା ସୁସ୍ଥ...

ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍‌କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ...

ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ...

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...

ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ
Next Post Next post:
ଆମ୍ବଗଛ ଉପରେ ଭାଲୁ

Leave a comment

Cancel reply

Your email address will not be published. Required fields are marked *

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts