E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି
10:30 amJune 27, 2021June 27, 2021

ନୂଆଦିଲ୍ଲୀ: ଆର୍‌ବିଆଇ ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ଜାରି କରାଯାଇଛି। ଜୁଲାଇରେ ୯ ଦିନ ବ୍ୟାଙ୍କ ଛୁଟି ରହିବ। ତେବେ ଏହି ଛୁଟିଦିନ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ହେବ। ଏହା ବ୍ୟତୀତ ରବିବାର ଏବଂ ଦ୍ୱିତୀୟ ଶନିବାର ଓ ଚତୁର୍ଥ ଶନିବାର ପାଇଁ ବ୍ୟାଙ୍କରେ କାମ ହେବ ନାହିଁ। ଏହିପରି ଭାବେ ବ୍ୟାଙ୍କଗୁଡିକରେ ମୋଟ୍‌ ୧୫ ଦିନ କାମ ହେବ ନାହିଁ।

୪ ଜୁଲାଇ ୨୦୨୧ – ରବିବାର

୧୦ ଜୁଲାଇ ୨୦୨୧ – ଦ୍ୱିତୀୟ ଶନିବାର

୧୧ ଜୁଲାଇ ୨୦୨୧ – ରବିବାର

୧୨ ଜୁଲାଇ ୨୦୨୧ – ସୋମବାର – କାଙ୍ଗ (ରାଜସ୍ଥାନ), ରଥ ଯାତ୍ରା (ଭୁବନେଶ୍ୱର, ଇମ୍ଫାଲ,)

୧୩ ଜୁଲାଇ ୨୦୨୧ – ମଙ୍ଗଳବାର – ଭାନୁ ଜୟନ୍ତୀ (ଶହୀଦ ଦିବସ- ଜମ୍ମୁ କାଶ୍ମୀର, ଭାନୁ ଜୟନ୍ତୀ- ସିକିମ)

୧୪ ଜୁଲାଇ ୨୦୨୧- ଦ୍ରୁକପା ତ୍ରୋଶ୍ଚି (ଗାଙ୍ଗଟକ)

୧୬ ଜୁଲାଇ ୨୦୨୧- ଗୁରୁବାର – ହରେଲା ପୂଜା (ଡେରାଡୁନ)

୧୭ ଜୁଲାଇ ୨୦୨୧ – ଖାରଚି ପୂଜା (ଅଗରତାଲା, ଶିଲଂ)

୧୮ ଜୁଲାଇ ୨୦୨୧ – ରବିବାର

୧୯ ଜୁଲାଇ ୨୦୨୧ – ଗୁରୁ ରିମ୍ପୋଚେଙ୍କ ଥଙ୍ଗକର ଚେଚୁ (ଗାଙ୍ଗଟକ)

୨୦ ଜୁଲାଇ ୨୦୨୧ – ମଙ୍ଗଳବାର – ଇଦ ଅଲ ଅଦା (ଦେଶବ୍ୟାପୀ)

୨୧ ଜୁଲାଇ ୨୦୨୧ – ବୁଧବାର – ବକରିଦ

୨୪ ଜୁଲାଇ ୨୦୨୧ – ଚତୁର୍ଥ ଶନିବାର

୨୫ ଜୁଲାଇ ୨୦୨୧ – ରବିବାର

୩୧ ଜୁଲାଇ ୨୦୨୧- ଶନିବାର – କେର୍‌ ପୂଜା (ଅଗରତାଲା)


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...

୫ଜି ଟେକ୍ନୋଲୋଜି ସୁରକ୍ଷିତ:ସିଓଏଆଇ

ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ...

ମଲ୍‌ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍‌ସିଏଆଇ

ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍‌ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍‌ ଇଣ୍ଡିଆ...

ସତର୍କ କଲା ଏସ୍‌ବିଆଇ: ଜୁନ୍‌ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…

ନୂଆଦିଲ୍ଲୀ,୨।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଗ୍ରାହକମାନଙ୍କୁ ଜୁନ୍‌ ୩୦ ସୁଦ୍ଧା ସେମାନଙ୍କର ପାନ୍‌-ଆଧାର ଲିଙ୍କ୍‌ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର...

ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି

ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍‌ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ।...

ଜୁନ୍‌ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)...

ଏମ୍‌ଏସ୍‌ଏମ୍‌ଇକୁ କଞ୍ଚାମାଲ ଚିନ୍ତା

ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ...

ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ

ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon
Next Post Next post:
ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts