E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି
4:41 pmJune 8, 2021

ଛତ୍ରପୁର,୮।୬(ଡି.ଏନ୍‌.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ କରିବା ଲାଗି ଖଲ୍ଲିକୋଟ ଓ ଗଞ୍ଜାମ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ କେତେ ପରିମାଣର ଉଚ୍ଛେଦ ହୋଇଛି ସେନେଇ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଖଲ୍ଲିକୋଟ ଅଧିନରେ ୮୬.୦୫୩ ଏକର ଓ ଗଞ୍ଜାମ ତହସିଲ ଅଧିନରେ ୬୦.୯୪୭ ଏକର ସମୁଦାୟ ୧୪୭ ଏକର ଚିଙ୍ଗୁଡ଼ି ଘେରି ରହିଥିବା ବେଳେ ସମସ୍ତ ଚିଙ୍ଗୁଡ଼ି ଘେରିକୁ ଉଚ୍ଛେଦ କରାଯାଇଥିବା ବୈଠକରେ କୁହାଯାଇଛି। କିନ୍ତୁ ଏହି ଦୁଇ ତହସିଲ ଅଧିନରେ ୯୭.୨୦୮ ଏକର ବେଆଇନ୍‌ ପୋଖରୀ କରି ଚିଙ୍ଗୁଡ଼ି ଚାଷ କରାଯାଉଥିବାରୁ ଦୁଇ ତହସିଲଦାର ଓ ମତ୍ସବିଭାଗ ଏହାକୁ ଉଚ୍ଛେଦ କରିବା ପାଇଁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଆସିଷ୍ଟାଣ୍ଟ କଲେକ୍ଟର ଅଶୋକ କୁମାର ପ୍ରଧାନ, ଦୁଇ ତହସିଲଦାର ଓ ମତ୍ସ ବିଭାଗ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ଭଙ୍ଗାଗଲା ମନ୍ଦିର, ପାଚେରି

କଟକ ଅଫିସ,୫।୬: କଟକ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର...

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା...

ଗ୍ରାହକ ସାଜି ନେଇଗଲେ ସୁନା ହାର

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି...

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ...

ମରୁଡ଼ି ହଟାଇପାରିନି ମାନଜୋର

ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ...

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...

ଏମିତି ବି ମାଡ଼ିଆସେ ମୃତ୍ୟୁ

କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ...

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜୀବନ ନେଲା

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope
Next Post Next post:
ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts