E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
5:37 pmJune 26, 2021June 27, 2021

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ  ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି ମିଳିଛି। ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦିଆଯାଇଛି। ସେହିପରି ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ଦଳ।

ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼ ଜିଲା ପାଇଁ ନିରଞ୍ଜନ ପୂଜାରୀଙ୍କୁ ବିଜେଡି ନିଯୁକ୍ତି ଦେଇଛି। ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି।

ସେହିପରି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ମିଳିଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ମହେଶ୍ୱର ମହାନ୍ତିଙ୍କୁ ଦାୟିତ୍ୱ ଦେଇଛି ବିଜେଡି । ଏହି ନିର୍ଦ୍ଦେଶନାମାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋହର ମାରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ

ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି।...

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...

ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ...

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନୟାଗଡ଼ର ଦୁଇ ଖବରଦାତାଙ୍କ ଉପରେ ଆକ୍ରମଣକୁ ନିନ୍ଦା
Next Post Next post:
ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର, ପରେ କରିଥିଲେ ପରିବର୍ତ୍ତନ; ଜାଣନ୍ତି କାହିଁକି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts