ଚୌଦ୍ୱାର,୪ା୬(.): କଟକ ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ଚୌଦ୍ୱାର ଇଟୁଆ ରାସ୍ତାରେ ଗାଲା ପୋଲ ତଳେ ଥିବା ବିରୂପା ନଦୀପଠାରୁ ଝୁଲନ୍ତା ମୃତ ଦେହ ଜବତ କରିଛି ଟାଙ୍ଗି ପୋଲିସ। ମୃତକ ଜଣକ ଚୌଦ୍ୱାର ତଳବଜାରର ଅର୍ଜୁନି ବେହେରା(୪୨) ବୋଲି ଜଣାପଡ଼ିଛି। ଅର୍ଜୁନି ଗତ ବୁଧବାର ଘରୁ ରାଗି ଚାଲି ଆସିଥିଲେ। ଗୁରୁବାର ତାଙ୍କ ପରିବାର ଲୋକେ ଖୋଜାଖୋଜି କରୁଥିଲେ। ତେବେ ଶୁକ୍ରବାର ସକାଳେ କେବୁଲ ତାର ସାହାଯ୍ୟରେ ଅର୍ଜୁନି ଝୁଲୁଥିବା ଖବର ପାଇ ଘଟଣାସ୍ଥଳରେ ପରିବାର ଲୋକ ପହଞ୍ଚିଥିଲେ। ଅନ୍ୟପକ୍ଷରେ ଟାଙ୍ଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି।
Posted inଆମ ଜିଲା ଖବର, କଟକ View All
ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ
ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ...
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...
ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା
ଗଞ୍ଜାମ,୧।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...
୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ
ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା...
ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା...
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ...
ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ...


