ଚୌଦ୍ୱାର,୪ା୬(.): କଟକ ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ଚୌଦ୍ୱାର ଇଟୁଆ ରାସ୍ତାରେ ଗାଲା ପୋଲ ତଳେ ଥିବା ବିରୂପା ନଦୀପଠାରୁ ଝୁଲନ୍ତା ମୃତ ଦେହ ଜବତ କରିଛି ଟାଙ୍ଗି ପୋଲିସ। ମୃତକ ଜଣକ ଚୌଦ୍ୱାର ତଳବଜାରର ଅର୍ଜୁନି ବେହେରା(୪୨) ବୋଲି ଜଣାପଡ଼ିଛି। ଅର୍ଜୁନି ଗତ ବୁଧବାର ଘରୁ ରାଗି ଚାଲି ଆସିଥିଲେ। ଗୁରୁବାର ତାଙ୍କ ପରିବାର ଲୋକେ ଖୋଜାଖୋଜି କରୁଥିଲେ। ତେବେ ଶୁକ୍ରବାର ସକାଳେ କେବୁଲ ତାର ସାହାଯ୍ୟରେ ଅର୍ଜୁନି ଝୁଲୁଥିବା ଖବର ପାଇ ଘଟଣାସ୍ଥଳରେ ପରିବାର ଲୋକ ପହଞ୍ଚିଥିଲେ। ଅନ୍ୟପକ୍ଷରେ ଟାଙ୍ଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.