E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ତିନିଦିନ ତଳେ ରାଗିକି ଘର ଛାଡ଼ି ଯାଇଥିଲେ: ଏବେ ଗଛରୁ ଝୁଲନ୍ତା ମୃତଦେହ ଜବତ
1:11 pmJune 4, 2021

ବ୍ରହ୍ମପୁର ଅଫିସ,୪ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ଫାଣ୍ଡି ନିକଟ ବେଡ଼ାବନ୍ଧ ହୁଡ଼ାରେ ଥିବା ଏକ ଖଜୁରୀ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକଙ୍କ ମୋବାଇଲ୍‌ରୁ ପୋଲିସ ପରିବାର ସହ ଯୋଗାଯୋଗ ପରେ ତାଙ୍କ ଭାଇ ପହଞ୍ଚି ମୃତଦେହ ଚିହ୍ନଟ କରିଛନ୍ତି। ମୃତକ ଟି. ରାକେଶ ରାଓ (୨୨) ବୋଲି। ମୃତଦେହ ଜବତ କରି ୨୬/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୂଚନାନୁଯାୟୀ ଗୋବିନ୍ଦ ବିହାର ପ୍ରଥମ ଲାଇନରେ ଭେଙ୍କଟ ଓ ତାଙ୍କ ଭାଇ ରାକେଶ ଏକ ଘର ଭଡ଼ା ନେଇ ରୁହନ୍ତି। ରାକେଶ ଜଣେ ଅଟୋ ଚାଳକ ହୋଇଥିବା ବେଳେ ପ୍ରତିଦିନ ମଦ୍ୟପାନ କରି ଘରକୁ ଆସି ଭାଉଜଙ୍କ ସହ ଝଗଡ଼ା କରୁଥିଲେ। ଗତ ତିନିଦିନ ତଳେ ଭେଙ୍କଟ ଓ ତାଙ୍କ ଭାଇ ରାକେଶଙ୍କ ସହ ଝଗଡ଼ା ହୋଇଥିଲା। ଘଟଣା ପରେ ରାକେଶ ଘରଛାଡ଼ି ଚାଲି ଯାଇଥିଲେ। ଉକ୍ତ ଝଗଡ଼ାକୁ କେନ୍ଦ୍ରକରି ସେ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

କୁକୁର କବଳରୁ ଉଦ୍ଧାର ହରିଣ ମୃତ

ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ...

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍‌କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ...

ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର

ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ...

କୋଭିଡ୍‌ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍‌

କେସିଙ୍ଗା,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍‌ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ...

ସେଲ୍‌ଫି ନିଶା ନେଲା ୨ ଯୁବକଙ୍କ ଜୀବନ

ରାଜଗାଙ୍ଗପୁର,୬।୬: ସେଲ୍‌ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍‌ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ...

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଗି ଘରୁ ଚାଲିଆସିଥିଲେ, ଆଜି ଗଛରେ ଝୁଲୁଥିଲା ମୃତଦେହ
Next Post Next post:
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts