E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଭିନ୍ନ ଷ୍ଟାଇଲ୍‌ରେ ବାଳକର କେଶ କାଟିଲେ ‘ଦ ଗ୍ରେଟ୍‌ ଖଲି’, ଭିଡିଓ ଭାଇରାଲ ପରେ…
3:19 pmJune 2, 2021

ଡବ୍ଲ୍ୟୁଡବ୍ଲ୍ୟୁଇରେ ଯେତେବେଳେ ଭାରତୀୟ ରେସଲରଙ୍କ କଥା ଆଲୋଚନା ହୁଏ ସେତେବେଳେ ନିଶ୍ଚିତ ଗ୍ରେଟ୍‌ ଖଲିଙ୍କ ନାଁ ଆଗକୁ ଆସେ। ତାଙ୍କର ଅସଲ ନାଁ ଦିଲୀପ ସିଂ ରାଣା। ଖଲିଙ୍କର ଭାରତରେ ଲକ୍ଷ ଲକ୍ଷ ଫଲୋଅର୍ସ।

ଦ ଗ୍ରେଟ୍‌ ଖଲି ଇନ୍‌ଷ୍ଟାଗ୍ରାମରେ କିଛି ନା କିଛି ଭିନ୍ନ ଧରଣର ପୋଷ୍ଟ କରିଥାନ୍ତି। ଏହା ସହିତ ନିଜର ଦିନଚର୍ଯ୍ୟା ବି ଶେୟାର କରିଥାନ୍ତି। ଏବେ ଏକ ପୋଷ୍ଟ ଶେୟାର କରିଛନ୍ତି ଯାହା ଖୁବ୍‌ ଚର୍ଚ୍ଚା ହେଉଛି। ଏମିତିକି ଖଲିଙ୍କ ଫଟୋ କି ଭିଡିଓ ପୋଷ୍ଟ ହେବାର ମାତ୍ର କିଛିକ୍ଷଣ ମଧ୍ୟରେ ଏହା ତୀବ୍ର ବେଗରେ ଭାଇରାଲ ହୋଇଥାଏ।

ଖଲି ଏବେ ଯେଉଁ ଭିଡିଓ ଶେୟାର କରିଛନ୍ତି, ଏଥିରେ ସେ ଜଣେ ବାଳକଙ୍କ କେଶ କାଟୁଥିବା ନଜର ଆସିଛନ୍ତି। ଭିନ୍ନ ଷ୍ଟାଇଲ୍‌ରେ ସେ କେଶ କାଟୁଥିବା ଦେଖିବାକୁ ମିଳିଛି। ଭିଡିଓ ଦେଖି ଜଣେ ୟୁଜର ଲେଖିଛନ୍ତି, ତାଙ୍କ କେଶକୁ ବାଥ୍‌ରୁମ୍‌ ବ୍ରଶ ତିଆରି କରିଦିଅ। ଆଉ ଜଣେ ୟୁଜର ଲେଖିଛନ୍ତି, ଫୁଙ୍କି କି ଲଣ୍ଡା କରିଦିଅ।

ହିମାଚଳ ପ୍ରଦେଶରେ ରହୁଥିବା ଖଲି କେବଳ ନିଜର ବିଶାଳ ଚେହେରାକୁ ନେଇ ବେଶ୍‌ ପ୍ରସିଦ୍ଧ। ଡବ୍ଲ୍ୟୁଡବ୍ଲ୍ୟୁଇର ରିଙ୍ଗଠାରୁ ଖଲି ବର୍ତ୍ତମାନ ଦୂରେଇ ରହୁଥିଲେ ହେଁ ତାଙ୍କ ଫ୍ୟାନ୍‌ ଫଲୋଅର୍ସଙ୍କ ସଂଖ୍ୟା କମ୍‌ ନାହିଁ। ଖାଲି ସୋସିଆଲ ମିଡିଆ ନୁହେଁ ସେ ସବୁବେଳେ ଲୋକଙ୍କ ହୃଦୟରେ ରହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଏମିତି ବି ଥାନ୍ତି ଲୋକ: ଢୁ ଢୁ ବର୍ଷାରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ବିବାଦରେ ଭାଇରସ୍‌

ସାରା ବିଶ୍ବରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ର ଜନ୍ମ ଯେପରି ରହସ୍ୟମୟ, ସେତିକି ବିସ୍ମୟକର । ପୁଣି ତାକୁ ନେଇ ଏବେ ଅସଂଖ୍ୟ ପ୍ରଶ୍ନବାଚୀ…...

ନେହେରୁଙ୍କ ଚିଠି ଇନ୍ଦିରାଙ୍କ ପାଇଁ…

ବାପା, ନିଜର ଲହୁ ଲୁହକୁ ଏକ କରି ଗଢ଼ନ୍ତି ସନ୍ତାନର ଭବିଷ୍ୟତ। ତାଙ୍କ ଅନୁଶାସନ, ପଥନିଦର୍ଶନ ପାଇଁ ହିଁ ପିଲାମାନେ ପହଞ୍ଚତ୍ପାରନ୍ତି ଲକ୍ଷ୍ୟସ୍ଥଳରେ। ଭାରତର ଲୌହ...

କୁକୁଡ଼ା ଛୁୁଆକୁ ଦେଖି କୁକୁର ଛୁଆର ଏଭଳି ଅବସ୍ଥା

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…

ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ...

୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…

ନୂଆଦିଲ୍ଲୀ,୯।୬: ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଦୀର୍ଘ ୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ ଗୁରୁବାର...

ମଣିଷଙ୍କ ପାଇଁ ଲାଞ୍ଜ; ଚାହୁଁଥିଲେ ପାଇପାରିବେ

କୁକୁର, ବିଲେଇଙ୍କ ଭଳି ମଣିଷର ଲାଞ୍ଜ ଥିଲେ କେମିତି ଦେଖାଯାଇଥାଆନ୍ତା କେବେ ଭାବିଛନ୍ତି? ଭାରି କୌତୁକିଆ ଦେଖାଯିବ ମଣିଷ। କିନ୍ତୁ ଏହା କ’ଣ କେବେ ସମ୍ଭବ।...

୮୩ ବର୍ଷରେ ଫିଟ୍‌ ଅଛନ୍ତି ଏହି ମହିଳା: ଶାଢି ପିନ୍ଧି କଲେ ଏମିତି କାମ

ଆଜିକାଲି ସୋସିଆଲ ମିଡିଆରେ ଜଣେ ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମହିଳା ଜଣଙ୍କ ହେଉଛନ୍ତି ୮୩ ବର୍ଷିୟା ଭାରୋତ୍ତୋଳନକାରୀ କିରଣ ବାଇ। କିରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ
Next Post Next post:
ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍‌ ଗଲେ ଦେଢ଼ଶୁର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts