E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍‌ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…
3:46 pmJune 9, 2021

ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା ହେବା ପାଇଁ ମନା କରିବା ଟିକେ ନିଆରା କାରଣ ରହିଛି। ଉତ୍ତରପ୍ରଦେଶର ବାଲିଆ ଜିଲାରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।

ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ ୫ ତାରିଖରେ ଖେଜୁରୀ ଗାଁର ଯୁବକଙ୍କର ମିଶ୍ରାଓଲି ଗାଁର ଜଣେ ଯୁବତୀଙ୍କ ସହ ବିବାହ ହେବାର ଥିଲା। ତେଣୁ ବରଯାତ୍ରୀଙ୍କ ସହ ବର ଆସି ପହଞ୍ଚିଥିଲେ କନ୍ୟା ଘରେ। ଏହି ସମୟରେ ବର ଗୁଟ୍‌ଖା ଖାଉଥିବା କନ୍ୟା ଦେଖି ନେଇଥିଲେ। ଏହା ପରେ ସେ ବାହା ହେବାକୁ ସିଧା ସିଧା ମନା କରିଦେଇଥିଲେ। ଯିଏ ଯେତେ ବୁଝାଇଥିଲେ ମଧ୍ୟ କୌଣସି ସମାଧାନ ହୋଇପାରି ନ ଥିଲା। ଶେଷରେ ଶିଶୁପାଳ ହୋଇ ଫେରି ଯାଇଥିଲେ ବର। ଏହି ଘଟଣା ସମଗ୍ର ଅଞ୍ଚଳରେ ଆଲୋଚନାର ବିଷୟ ପାଲଟିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଛାତ୍ରଙ୍କ ସହ ଫେରାର୍‌ ହେଲେ ଟ୍ୟୁସନ୍‌ ଦିଦି

ପାନିପତ୍‌,୧।୬: ହରିୟାଣାର ପାନିପତ୍‌ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍‌...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ...

ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ

ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ...

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…
Next Post Next post:
ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍‌ରତ୍‌: ବ୍ୟାଙ୍କ୍‌ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts