ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା ହେବା ପାଇଁ ମନା କରିବା ଟିକେ ନିଆରା କାରଣ ରହିଛି। ଉତ୍ତରପ୍ରଦେଶର ବାଲିଆ ଜିଲାରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ ୫ ତାରିଖରେ ଖେଜୁରୀ ଗାଁର ଯୁବକଙ୍କର ମିଶ୍ରାଓଲି ଗାଁର ଜଣେ ଯୁବତୀଙ୍କ ସହ ବିବାହ ହେବାର ଥିଲା। ତେଣୁ ବରଯାତ୍ରୀଙ୍କ ସହ ବର ଆସି ପହଞ୍ଚିଥିଲେ କନ୍ୟା ଘରେ। ଏହି ସମୟରେ ବର ଗୁଟ୍ଖା ଖାଉଥିବା କନ୍ୟା ଦେଖି ନେଇଥିଲେ। ଏହା ପରେ ସେ ବାହା ହେବାକୁ ସିଧା ସିଧା ମନା କରିଦେଇଥିଲେ। ଯିଏ ଯେତେ ବୁଝାଇଥିଲେ ମଧ୍ୟ କୌଣସି ସମାଧାନ ହୋଇପାରି ନ ଥିଲା। ଶେଷରେ ଶିଶୁପାଳ ହୋଇ ଫେରି ଯାଇଥିଲେ ବର। ଏହି ଘଟଣା ସମଗ୍ର ଅଞ୍ଚଳରେ ଆଲୋଚନାର ବିଷୟ ପାଲଟିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.