E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଜପତି, ରାଜ୍ୟ

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
7:50 pmJune 26, 2021June 28, 2021

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ। ଗତ ୪ ମାସ ତଳେ ବିବାହ କରିଥିଲେ। ଶୁକ୍ରବାର ସ୍ବାମୀ ଓ ସ୍ତ୍ରୀ ମୋହନାରେ ପ୍ରଥମ ଡୋଜ କୋଭିଡ ଟିକା ନେବା ପରେ ଅସୁସ୍ଥ ହୋଇପଡିଥିଲେ ଲକ୍ଷ୍ମୀ। ପୂର୍ବରୁ ଗଣ୍ଠି ବାତ ଏବଂ ନିଦ ହେବା ପାଇଁ ଲକ୍ଷ୍ମୀ ନିୟମିତ ଔଷଧ ସେବନ କରୁଥିଲେ। ଶୁକ୍ରବାର ଟିକା ନେବା ପରେ ରାତିରେ ଲକ୍ଷ୍ମୀ ଔଷଧ ଖାଇଥିଲେ। ଶନିବାର ସକାଳେ ସ୍ତ୍ରୀ ନିଦରୁ ନ ଉଠିବାରୁ ହରିଶଙ୍କର ତାଙ୍କୁ ମୋହନା ମେଡ଼ିକାଲକୁ ନେଇଥିଲେ। କିନ୍ତୁ ଡାକ୍ତର ସେଠାରେ ଲକ୍ଷ୍ମୀଙ୍କୁ ମୃତ ଘୋଷଣା କରିଥିଲେ। ଟିକା ନେବା ଦ୍ୱାରା ଲକ୍ଷ୍ମୀଙ୍କ ମୃତ୍ୟୁ ହୋଇ ନ ଥିବା ଡାକ୍ତର ସ୍ପଷ୍ଟ କରିଛନ୍ତି। ହରିଶଙ୍କରଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିଲେ ମୃତ୍ୟୁ କାରଣ ଜଣାପଡିବ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଜପତି, ରାଜ୍ୟ View All

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି...

ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ

ଛତ୍ରପୁର,୧୮।୬(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ...

ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ...

ପୋଲିସ କଲା ରାଜପଥ ମରାମତ

କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଏହି...

ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି।...

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା...

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ
Next Post Next post:
ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts