ରୂପସା,୧୫।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ହଳଦୀପଦା ବାଇପାସଠାରେ ମଙ୍ଗଳବାର ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟିପଡିଛି । ଫଳରେ କାର ଡ୍ରାଇଭର ଓ ମାଲିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବାଲେଶ୍ୱର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବାଲେଶ୍ୱର ଆଡ଼ୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା କାର ନମ୍ବର (ଓଡି୦୨ବିଜି୦୬୬୪) ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ଯାଇଥିଲା । ବସ୍ତା ଥାନା ପୋଲିସ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ ଜାରିରଖିଛି । ଡ୍ରାଇଭର ଓ କାର ମାଲିକଙ୍କ ଘର ପଶ୍ଚିମବଙ୍ଗ ପାଞ୍ଚକୁଡା ଖମାରିଆ ଅଞ୍ଚଳର ବୋଲି ଜଣାପଡିଛି ।
Posted inଆମ ଜିଲା ଖବର, ବାଲେଶ୍ୱର View All
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ
କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି।...
ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍ଡାଉନ
ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍.ଏ.):କରୋନା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର...
ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା
କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ...
ଟିକାକରଣ କେନ୍ଦ୍ରରେ ସେଲ୍ଫି ବୁଥ୍
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ...
ଗ୍ରାହକ ସାଜି ନେଇଗଲେ ସୁନା ହାର
ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି...
ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର...
ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ
ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାରରେ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ,...
ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି
କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ...


