E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
9:48 pmJune 24, 2021

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଲକ୍ଷ୍ମୀଙ୍କ ସମ୍ପର୍କୀୟ ଏମ୍‌.କେଶବ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ପୋଲିସ କହିଛି।
ଘଟଣାରୁ ପ୍ରକାଶ ଗୁରୁବାର କାର (ନଂ ଓଡ଼ି -୩୫ ଏଡି ୨୨୨୪) ଯୋଗେ ଲକ୍ଷ୍ମୀ, ତାଙ୍କ ପୁଅ ଜଗନ ଓ ସମ୍ପର୍କୀୟ କେଶବ କୌଣସି କାମରେ ଭୁବନେଶ୍ୱର ବାହାରିଥିଲେ। ଆନ୍ଧ୍ରପ୍ରଦେଶ କାଞ୍ଚୁଲି ଥାନା ଅନ୍ତର୍ଗତ ଝାଡପୁଡି ଜଙ୍କଶନରେ ଥିବା ବୁଲାଣି ରାସ୍ତାରେ କାରଟି ଏକ ଡିଭାଇଡରରେ ପିଟି ହୋଇଯାଇଥିଲା। ଫଳରେ ଗାଡ଼ିରେ ବସିଥିବା ଡ୍ରାଇଭଙ୍କ ବ୍ୟତୀତ ଅନ୍ୟ ସମସ୍ତେ ଗୁରୁତର ଆହତ ହୋଇଥିଲେ।
ଖବର ପାଇ କାଞ୍ଚୁଲି ଥାନା ଅଧିକାରୀ ଏସ୍‌.ଚିରଞ୍ଜୀବୀ ପହଞ୍ଚି ଆହତଙ୍କୁ ସୋମପେଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଲକ୍ଷ୍ମୀ ଓ ଜଗନଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ପୋଲିସ ଏକ ମାମଲା(ନଂ.୯୧/୨୧) ରୁଜୁ କରି କାର ଡ୍ରାଇଭର ବି.ଅଶୋକଙ୍କୁ ଗିରଫ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ...

ଶତାଧିକ ଲୋକଙ୍କ ଇନ୍ଦିରାଆବାସ ଅର୍ଥ ହଡ଼ପ

ମହାକାଳପଡ଼ା,୧୧।୬ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ୧୯୯୯ ମହାବାତ୍ୟା ବହୁ ଧନଜୀବନ ନଷ୍ଟ କରିଥିଲା। ଗରିବ ଲୋକଙ୍କ ପାଇଁ ସରକାର ଦେଇଥିବା ଇନ୍ଦିରା ଆବାସ...

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮...

ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି।...

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ

ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬...

ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର

ଝାରସୁଗୁଡା ଅଫିସ୍‌,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍‌ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ...

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଲିଉଡ୍‌ ଅଭିନେତ୍ରୀଙ୍କୁ ମହଙ୍ଗା ପଡ଼ିଲା ଅନଲାଇନ୍‌ରେ ମଦ କିଣିବା
Next Post Next post:
୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts