ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀଙ୍କୁ ହେକ୍ଟରର ପିଚ୍ଛା ୬୮୦୦ ଟଙ୍କା ଇନ୍ପୁଟ୍ ସବ୍ସିଡି ଦିଆଯିବ। ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଦିଆଯିବ। ବାରମାସି ଫସଲ ଜମି ପାଇଁ ହେକ୍ଟର ପିଛା ୧୮୦୦୦ ଟଙ୍କା ମିଳିବ ଓ ସର୍ବନିମ୍ନ ଚାଷୀଙ୍କୁ ୨୦୦୦ ଏବଂ ଅନ୍ୟ ଫସଲ ପାଇଁ ୧୦୦୦ ଟଙ୍କା ଲେଖାଏ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଗାଈ ଏବଂ ମଇଁଷି ଚାଷୀଙ୍କୁ ୩୦୦୦୦ ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.